18 ମାତର୍ ତମର୍ଲଗେ ବାଉଡିଆଇବାକେ ଆମ୍କେ ବେସି ମନ୍ରଇଲା । ମୁଇ ନିଜେ ତମର୍ଲଗେ ବାଉଡିଆଇବାକେ ଗଟେକ୍ତର୍ ଚେସ୍ଟାକରିରଇଲି, ମାତର୍ ଏଟାର୍ପାଇ ଆମ୍କେ ସଇତାନ୍ ବାଦା ଦେଲା ।
ତେଇ ଜିସୁ ତାକେ କଇଲା “ମର୍ଟାନେଅନି ଦୁର୍ ଅ ସଇତାନ୍, ସାସ୍ତରେ ଲେକା ଆଚେ, ତୁଇ ପର୍ମେସର୍କେ ଜୁଆର୍ କର୍ସୁ, ଆରି ତାକେସେ ସେବା କର୍ସୁ ।”
ବାଇବଇନିମନ୍, ତମର୍ ଟାନେ ଆଇବାକେ ମୁଇ ବେସି ତର୍ ମନ୍ କରିରଇଲି, ମାତର୍ ଦାରାବାନ୍ଦାଅଇ ଜାଇରଇଲି ଜେ ଆଜିକେ ଜାକ ଆସି ନାପାର୍ଲିନି । ବିନ୍ ବିନ୍ ଜାଗାର୍ ଜିଉଦି ନଇଲା ଲକ୍ମନର୍ ବିତ୍ରେ ସୁବ୍କବର୍ ଜାନାଇକରି ମକେ ଜେତ୍କି ସାର୍ଦା ମିଲ୍ଲା ଆଚେ, ତମର୍ ଜାଗାଇ ମିସା ସେଟା କର୍ବାକେ ମୁଇ ମନ୍ କଲିନି ।
ମୁଇ ବେସିତର୍ ତମ୍କେ ଦେକିଆଇବାଟା ପିଟିଗାଲା ଆଚେ ।
ମୁଇ ପାଉଲ୍, ଏତ୍କିସେ ଲେକି ଜୁଆର୍ ଜାନାଇଲିନି ।
ତେସଲନିକିଆ ନଅରେ ରଇବାବେଲେ ମିସା ମକେ ଲଡା ରଇଲାବେଲେ, ତମେ ଦୁଇତର୍ ଦାନ୍ ପାଟାଇଲାସ୍ ।
ମୁଇ ପାଉଲ୍ ଏଟା ନିଜେ ଲେକ୍ଲିନି, “ଜୁଆର୍ ! ମୁଇ ବନ୍ଦିଗରେ ଆଚିବଲି ଏତାଆ ।” ପର୍ମେସରର୍ ଜିବନ୍ ଦୁକାଇ ଦୟା ଦେକାଇଲାଟା ତମର୍ ସଙ୍ଗ୍ ରଅ ।
ମୁଇ ମର୍ ନିଜର୍ ଆତେ ଏଟା ଲେକ୍ଲିନି । ପାଉଲର୍ ଜୁଆର୍ ଜାନାଇଲୁନି । ମୁଇ ଲେକିରଇବା ସବୁ ଚିଟିପତର୍ ଲଗେ ମୁଇ ଏନ୍ତାରି ଦସ୍ତକତ୍ କରି ଲେକିରଇବି ।
ମାତର୍ ମୁଇ ତକେ ଆଲାଦ୍ କଲିନି, ସେଟାର୍ଲାଗି ଅବ୍କା ବାବୁଜିଆ କର୍ବି । ମୁଇ ପାଉଲ୍ କିରିସ୍ଟ ଜିସୁର୍ ମୁକିଅ କବର୍ନେଉ ଅଇରଇଲେମିସା, ତାର୍ଲାଗି ଏବେ ମୁଇ ବନ୍ଦିଅଇଆଚି ।
ତମେ ଜେତ୍କି ଦୁକ୍ କସ୍ଟ ମୁର୍ଚିକରି ରଇବାକେ ଗାଲାସ୍ନି, ସେ ବିସଇ ଚିନ୍ତା କରି ଡରାନାଇ । ସୁନା ତମ୍କେ ସଇତାନ୍ ବନ୍ଦିଗରେ ପାକାଇକରି ପରିକା କର୍ସି, ଦସ୍ଦିନ୍ ଜାକ ତମେ କସ୍ଟେ ରଇସା । ମାତର୍ ମର୍ବାକେ ପଡ୍ଲେ ମିସା ମକେ ବିସ୍ବାସ୍ କରି ରୁଆ । ଆରି ଇନାମ୍ ଇସାବେ ତମ୍କେ ନ ସାର୍ବା ଜିବନ୍ ଦେବି ।