7 ତେବେ ଏ ବାଇବଇନିମନ୍, ଆମେ କାକୁର୍ତି ଅଇ ଦୁକ୍ କସ୍ଟ ପାଇଲା ବେଲେ ତମର୍ ବିସ୍ବାସର୍ଲାଗି ସାର୍ଦା ଅଇଲୁନି । ତମର୍ ବିସ୍ବାସ୍ ଆକା ଆମ୍କେ ସାଆସ୍ ଦେଇକରି ସଙ୍ଗଇଆଚେ ।
ସେ ଆମ୍କେ ସବୁ ଦୁକ୍ କସ୍ଟ ଆଇଲେ ସାଇଜ କର୍ସି । ସେନ୍ତାରିସେ ବିନ୍ ବିନ୍ ରକାମର୍ କସ୍ଟ ପାଇତେରଇବା ଲକ୍ମନ୍କେ ଆମେ ଜେନ୍ତି ଦୁକ୍ ସାରାଇବୁ । ପର୍ମେସର୍ ଟାନେଅନି ଜନ୍ ସାଇଜ ଆମେ ପାଇଲୁଆଚୁ, ସେ ସାଇଜର୍ ଲାଗି, ଆମେ ମିସା ବିନ୍ ଲକ୍କେ ସାଇଜ କର୍ବୁ ।
ସେଟାର୍ପାଇ ତମେ ଆମ୍କେ ବେସି ସାର୍ଦା କରାଇଲାସ୍ । ଅବ୍କା ଆମେସେ ସାର୍ଦା ଅଇଲୁ ସେତ୍କି ନଏଁ, ମାତର୍ ତିତସ୍ ସାର୍ଦା ଅଇଲାଟା ଦେକିକରି ମିସା ଆମେ ସାର୍ଦା ଅଇଲୁ । ତମେ ସବୁ ତାକେ ସାର୍ଦା କରାଇଲାକେ ସେ ମିସା ସାର୍ଦା ଅଇରଇଲା ।
ମାତର୍ ତିମତି ତମର୍ଲଗେଅନି ବାଉଡି ଆସି ତମର୍ ବିସ୍ବାସ୍ ଆରି ଆଲାଦର୍ ବିସଇର୍ ସୁବ୍କବର୍ ଆନ୍ଲା । ସେ ଆମ୍କେ ଜାନାଇଦେଲାଆଚେଜେ, ତମେ ସବୁବେଲେ ଆମ୍କେ ଆଲାଦ୍ ସଙ୍ଗ୍ ଏତ୍ କଲାସ୍ନି ଆରି ଆମେ ଜେନ୍ତିକି ତମ୍କେ ଦେକ୍ବାକେ ମନ୍ କଲୁନି, ତମେ ମିସା ସେରକାମ୍ ଆମ୍କେ ଦେକ୍ବାକେ ମନ୍ କଲାସ୍ନି ।
ଆମର୍ ବାବା ପର୍ମେସର୍ ଆମ୍କେ ତିଆର୍ଲାପାରା ତମର୍ କେତେଟା ପିଲାଟକିମନ୍ ତାର୍ ସତ୍ବାଟେ ଇଣ୍ଡ୍ଲାଇନି ବଲି ସୁନିକରି ମୁଇ ବେସି ସାର୍ଦା ଅଇଲି ।