୧ ତେସଲନିକିୟ 4:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 କାଇକେବଇଲେ ଜିସୁ ମରିକରି ଆରିତରେକ୍ ଉଟିଆଚେ ବଲିକରି ଆମେ ବିସ୍ବାସ୍ କଲୁନି । ତେବେ ଆମେ ଡାଟ୍ ସଙ୍ଗ୍ ଜାନି ଆଚୁ କି, ଜନ୍ ଲକ୍ମନ୍ ଜିସୁକେ ବିସ୍ବାସ୍ କରି ମରିଆଚତ୍, ସେ ଆରିତରେକ୍ ଆଇଲେ ପର୍ମେସର୍ ତାର୍ ସଙ୍ଗ୍ ସେମନ୍କେ ଦାରିଜାଇସି । အခန်းကိုကြည့်ပါ။ |
ତାର୍ପଚେ ସର୍ଗେଅନି ମୁଇ ଏନ୍ତାରି ସୁନ୍ଲି । “ଏଟା ଲେକି ସଙ୍ଗଇର । ଏବେଅନି ମାପ୍ରୁଟାନେ ମିସ୍ଲାପଚେ ମରିଜିବାଇ ସେ ଲକ୍ମନ୍ କେଡେକ୍ କରମର୍ ଲକ୍ । ଉଁ ବଲି ଆତ୍ମା କଇଲାନି । ଏଟା ସତଇସେ ଗଟ୍ସି, ତାକର୍ ଆବଡ୍ କାମେଅନି ଚନେକ୍ ପୁଣ୍ଡ୍ବାକେ ସେଟା ତାକର୍ ବେଲା ରଇସି । କାଇକେବଇଲେ ସେମନ୍ କରିରଇବା ନିକ କାମର୍ ଲାଗି ସେମନ୍ ପୁରୁସ୍କାର୍ ପାଇବାଇ ।”