୧ ତେସଲନିକିୟ 4:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 କାଇକେବଇଲେ ମାପ୍ରୁ ନିଜେ ଆଦେସ୍ ଦେଇ, ମୁକିଆ ଦୁତର୍ ସର୍ ଆରି ପର୍ମେସରର୍ ବାଜାମଇରି ସଙ୍ଗ୍ ସର୍ଗେ ଅନି ଉତର୍ସି । ଜିସୁକିରିସ୍ଟକେ ବିସ୍ବାସ୍କରି ଜନ୍ଲକ୍ମନ୍ ମରିଆଚତ୍ ସେମନ୍ ତେଇ ପର୍ତମେ ଉଟ୍ବାଇ । အခန်းကိုကြည့်ပါ။ |
ତାର୍ପଚେ ସର୍ଗେଅନି ମୁଇ ଏନ୍ତାରି ସୁନ୍ଲି । “ଏଟା ଲେକି ସଙ୍ଗଇର । ଏବେଅନି ମାପ୍ରୁଟାନେ ମିସ୍ଲାପଚେ ମରିଜିବାଇ ସେ ଲକ୍ମନ୍ କେଡେକ୍ କରମର୍ ଲକ୍ । ଉଁ ବଲି ଆତ୍ମା କଇଲାନି । ଏଟା ସତଇସେ ଗଟ୍ସି, ତାକର୍ ଆବଡ୍ କାମେଅନି ଚନେକ୍ ପୁଣ୍ଡ୍ବାକେ ସେଟା ତାକର୍ ବେଲା ରଇସି । କାଇକେବଇଲେ ସେମନ୍ କରିରଇବା ନିକ କାମର୍ ଲାଗି ସେମନ୍ ପୁରୁସ୍କାର୍ ପାଇବାଇ ।”