18 ଏସବୁ କାତାମନ୍ ସୁନାଇକରି ତମେ ନିଜର୍ ନିଜର୍ ଲକ୍ମନ୍କେ ସାଆସ୍ କରାଆ ।
ମାତର୍ ଏ ସବୁ ଗଟ୍ନା ଆରାମ୍ ଅଇଲେ ତମେ ଡାଟ୍ସଙ୍ଗ୍ ଟିଆଅଇ ଉପ୍ରେ ଦେକା । କାଇକେ ବଇଲେ ତମର୍ ରକିଆ ପାଇବା ଦିନ୍ ଲଗେ ଆଚେ ।”
ତାର୍ପଚେ ଆମେ ଜେତ୍କି ଲକ୍ ଜିବନ୍ ରଇବୁ, ସେବେଲେ ମେଗ୍ମାଲାଇଅନି ସେମନର୍ସଙ୍ଗ୍ ଉତ୍ରିକରି ସବୁବେଲେ ମାପ୍ରୁର୍ ସଙ୍ଗ୍ ସରଗ୍ପୁରେ ରଇବୁ ।
ଏ ବାଇମନ୍, ମାପ୍ରୁ ଜିସୁର୍ ଦିନ୍ କେବେ ଆରି କେଡେବେଲେ ଗଟ୍ସି, ସେ ବିସଇ ତମ୍କେ ଆରି ଅଦିକ୍ ଲେକ୍ବାକେ ଲଡା ନାଇ,
ତେବେ ତମେ ଜେନ୍ତାରି କଲାସ୍ନି, ସେନ୍ତାରି ନିଜର୍ ଲକ୍ମନ୍କେ ଦୁକ୍ ସାରାଆ । ଆରି ସାଇଜ କର୍ତେରୁଆ ।
ଏ ବାଇବଇନିମନ୍, ଆମେ ତମ୍କେ ଗୁଆରି କଲୁନି । ପାଇଟି କାବାଡ୍ ନ କରି ବାଡୁ ଅଇ ରଇବା ଲକ୍ମନ୍କେ ଜାଗ୍ରତ୍ କରା । ତାକ୍ଲା ପୁଣ୍ଡ୍ଲା ଲକ୍ମନ୍କେ ଜତନ୍ କରା । ଡର୍ବା ଲକ୍ମନ୍କେ ସାଆସ୍ ଦିଆସ୍ । ଲକ୍ମନର୍ କୁଆ କାତା ମୁର୍ଚି କରି ରୁଆ ।
ତେବର୍ପାଇ ଅଦୁଆ ଅଇରଇବା ଆତ୍ ଉଟାଆ ଆରି ଲୁଡ୍ଗୁଡି ଜାଇତେରଇବା ମାଣ୍ଡିମନ୍ ଡାଁଟ୍କରା ।