୧ ତେସଲନିକିୟ 4:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ସବୁଲକ୍ ସୁକଲ୍ ଆରି ଆଲାଦ୍ସଙ୍ଗ୍ ନିଜର୍ ନିଜର୍ ମାଇଜିମନର୍ ସଙ୍ଗ୍ ରଇବାକେ ସିକା । အခန်းကိုကြည့်ပါ။ |
ସେଟାର୍ ପାଇ ଏ ବାଇବଇନିମନ୍, ଆମର୍ ଉପ୍ରେ ପରମେସରର୍ ବଡ୍ ଜିବନ୍ଦୁକାନିର୍ ଲାଗି, ତମ୍କେ ମୁଇ ବାବୁଜିଆ କଲିନି, ପରମେସରର୍ ଲଗେ ଗଟେକ୍ ବଲି ଇସାବେ ନିଜର୍ ଜିବନ୍ ସର୍ପିଦିଆସ୍ । ଏନ୍ତାରି ବଲି ଅଇବାଟା ମର୍ବାକେ ନଏଁ, ମାତର୍ ତାର୍ ସେବାକର୍ବାକେ ନିଜେ ସର୍ପି ଅଇବାଟା । ସେନ୍ତି ଅଇଲେ ପର୍ମେସର୍ ସାର୍ଦା ଅଇସି । ପର୍ମେସର୍କେ ଏ ରକାମ୍ ଉପାସନା କର୍ବାର୍ ଆଚେ ।