୧ ତେସଲନିକିୟ 5:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ତେବେ ତମେ ଜେନ୍ତାରି କଲାସ୍ନି, ସେନ୍ତାରି ନିଜର୍ ଲକ୍ମନ୍କେ ଦୁକ୍ ସାରାଆ । ଆରି ସାଇଜ କର୍ତେରୁଆ । အခန်းကိုကြည့်ပါ။ |
ତମେ ସବୁଲକ୍ ନାଜାନ୍ଲା ବାସାଇ କାତା ଅଇଲେ ମୁଇ ସାର୍ଦା ଅଇବି । ମାତର୍ ପର୍ମେସରର୍ ବାକିଅ ଜାନାଇବାକେ ବପୁ ଉଆ ବଲି ମୁଇ ଅଦିକ୍ ମନ୍ କଲିନି । କାଇକେବଇଲେ ପର୍ମେସରର୍ ବାକିଅ ପାଇକରି ଜାନାଇବା ଲକ୍, ନାଜାନ୍ବା ବାସାଇ କାତା ଅଇବା ଲକର୍ ଟାନେଅନି ମୁକିଅ । ଜଦି ମଣ୍ଡଲିର୍ କେ ମିସା ସେ କଇଲା ବିସଇର୍ ଅରତ୍ ନ ବୁଜାଇବାଜାକ ଗୁଲାଇ ମଣ୍ଡଲି ସାଇଜ ନଏଁ ।