୧ ତେସଲନିକିୟ 5:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ଏ ବାଇବଇନିମନ୍, ଆମେ ତମ୍କେ ଗୁଆରି କଲୁନି । ତମର୍ ବିତ୍ରେ ଜନ୍ ଲକ୍ମନ୍ କସ୍ଟ କର୍ବାଇ, ଆରି ମାପ୍ରୁର୍ ସେବା କାମେ ମିସିକରି, ନେତା ପାରା ରଇକରି ତମ୍କେ ସିକାଇବାଇ, ସେମନ୍କେ ମାନିଅ କରା । အခန်းကိုကြည့်ပါ။ |
କିରିସ୍ଟର୍ ଏ ଗାଗ୍ଡେ ପର୍ମେସର୍ ବିନ୍ ବିନ୍ ଲକ୍ମନ୍କେ ବିନ୍ ବିନ୍ କାମ୍ ଦେଲାଆଚେ । ପର୍ତୁମ୍ ପେରିତ୍ ଇସାବେ ବାଚ୍ଲା ଲକ୍, ତାର୍ ପଚେ ବବିସତ୍ କାତା କଇବା ଲକ୍ମନ୍କେ, ସିକାଉମନ୍କେ, କାବାଅଇଜିବା କାମ୍ କର୍ବା ଲକ୍କେ, ନିକ କର୍ବା ଲକ୍ମନ୍କେ, ସାଇଜ କର୍ବା ଲକ୍ମନ୍କେ, ନେତା ଇସାବେ ଦାଇତ୍ ନେବାକେ, ଆରି ନାଜାନ୍ଲା ବାସାଇ କାତା କଇବା ଲକ୍ମନ୍କେ ବାଚ୍ଲା ଆଚେ ।
ସେମନ୍ ଜଦି ଆମେ କିରିସ୍ଟର୍ ଦାଙ୍ଗ୍ଡା ବଇଲେ, ମୁଇ ମିସା ଗଟେକ୍ ଦାଙ୍ଗ୍ଡା । ମାତର୍ ସେମନର୍ ଟାନେ ଅନି ମୁଇ ଅଦିକ୍ ନିକ ଦାଙ୍ଗ୍ଡା । ନିଜ୍କେ ବଡ୍ କରାଇ ମୁଇ ଗଟେକ୍ ବାୟାଲକର୍ ପାରା କାତା ଅଇଲିନି ବଲି ଜାନିଆଚି । ମୁଇ ତାକର୍ଟାନେ ଅନି ଅଦିକ୍ ଆବଡ୍ କାମ୍ କରିଆଚି, ଅଦିକ୍ ତର୍ ବନ୍ଦିଗରେ ରଇଆଚି, ଅଦିକ୍ ତର୍ ମାଡ୍ କାଇଆଚି, ଅଦିକ୍ ତର୍ ମଲାସମାନ୍ ଅଇଜାଇରଇଲି ।
ତମର୍ ମୁକିଅ ଲକ୍ମନର୍ କାତା ମାନିକରି ଆଦେସ୍ ଦେଲାଟା କରା । ସେମନ୍ ଜାଗୁଆଲ୍ମନର୍ ପାରା ନ ତାକିକରି ତମର୍ ଆତ୍ମାମନ୍କେ ଜତନ୍ କଲାନି । କାଇକେବଇଲେ ସେମନ୍କେ ତାକର୍ କରିରଇବା କାମ୍ ପର୍ମେସର୍ କେ ଇସାବ୍ ଦେବାକେ ପଡ୍ସି । ତମେ ଜଦି ତାକର୍ କାତା ମାନ୍ସା, ସେମନ୍ ସାର୍ଦା ସଙ୍ଗ୍ ସେବା କାମ୍ କର୍ବାଇ । ତମେ ତାକର୍ କାତା ନ ମାନ୍ଲେ, ସେମନ୍ ଦୁକ୍ ଅଇବାଇ । ତେବେ ତମ୍କେ କାଇ ସାଇଜ ନଏଁ ।