୧ ତେସଲନିକିୟ 5:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ଏ ବାଇବଇନିମନ୍, ଆମେ ତମ୍କେ ଗୁଆରି କଲୁନି । ପାଇଟି କାବାଡ୍ ନ କରି ବାଡୁ ଅଇ ରଇବା ଲକ୍ମନ୍କେ ଜାଗ୍ରତ୍ କରା । ତାକ୍ଲା ପୁଣ୍ଡ୍ଲା ଲକ୍ମନ୍କେ ଜତନ୍ କରା । ଡର୍ବା ଲକ୍ମନ୍କେ ସାଆସ୍ ଦିଆସ୍ । ଲକ୍ମନର୍ କୁଆ କାତା ମୁର୍ଚି କରି ରୁଆ । အခန်းကိုကြည့်ပါ။ |
ସେଟାର୍ ପାଇ ଏ ବାଇବଇନିମନ୍, ଆମର୍ ଉପ୍ରେ ପରମେସରର୍ ବଡ୍ ଜିବନ୍ଦୁକାନିର୍ ଲାଗି, ତମ୍କେ ମୁଇ ବାବୁଜିଆ କଲିନି, ପରମେସରର୍ ଲଗେ ଗଟେକ୍ ବଲି ଇସାବେ ନିଜର୍ ଜିବନ୍ ସର୍ପିଦିଆସ୍ । ଏନ୍ତାରି ବଲି ଅଇବାଟା ମର୍ବାକେ ନଏଁ, ମାତର୍ ତାର୍ ସେବାକର୍ବାକେ ନିଜେ ସର୍ପି ଅଇବାଟା । ସେନ୍ତି ଅଇଲେ ପର୍ମେସର୍ ସାର୍ଦା ଅଇସି । ପର୍ମେସର୍କେ ଏ ରକାମ୍ ଉପାସନା କର୍ବାର୍ ଆଚେ ।
ଜନ୍ ଲକ୍କେ ତୁଇ ପାର୍ଚିନ୍ ଇସାବେ ବାଚ୍ସୁ, ସେ ଏନ୍ତାରି ଲକ୍ ଅଇବାର୍ ଆଚେ, କେ ମିସା ତାକେ ବୁଲ୍ କଲାନି ବଲି ଦସ୍ ଦେଇନାପାରତ୍ । ତାକେ ଗଟେକ୍ ସେ ମାଇଜି ରଇବାର୍ ଆଚେ । ତାର୍ ପିଲାଟକିମନ୍ କିରିସ୍ଟକେ ବିସ୍ବାସ୍ କର୍ବାର୍ ଆଚେ । ସେମନ୍ ନିକ ଚଲାଚଲ୍ତି କର୍ତେରଇବାର୍ ଆଚେ । ଜେନ୍ତାରି କି ତାକର୍ ଆୟାବାବାମନ୍କେ ମାନତ୍ ନାଇ କି ନିଜର୍ ମନ୍ କଲା ଇସାବେ ଚଲାଚଲ୍ତି କଲାଇନି ବଲି ସେମନ୍କେ କେ ଦସ୍ ଦାରି ନାପାରତ୍ ।