16 ସବୁବେଲେ ସାର୍ଦାଅଇ ରୁଆ ।
ସାର୍ଦା ଅଇ ସାର୍ଦାଇ ରୁଆ, କାଇକେବଇଲେ ସର୍ଗେ ତମର୍ ପାଇ ବଡ୍ ପୁରୁସ୍କାର୍ ସଙ୍ଗଇଲା ଆଚେ । ମନେରକା ସେନ୍ତାରି ତମର୍ ଆଗ୍ତୁ ରଇଲା ବବିସତ୍ବକ୍ତାମନ୍ ମିସା ଦୁକ୍ପାଇ ରଇଲାଇ ।”
ଏଲେମିସା ଆତ୍ମାମନ୍ ଆମର୍ କାତା ମାନ୍ଲାଇନି ବଲି ସାର୍ଦା ଉଆନାଇ । ତମର୍ ନାଉଁମନ୍ ସର୍ଗେ ଲେକାଅଇଆଚେ ବଲି ସାର୍ଦାଉଆ ।”
ଲକ୍ମନ୍ ଜିସୁକେ କଇଲାଇ, “ଆଗିଆଁ ସବୁବେଲେ ଆମ୍କେ ଏ କାଦି ଦିଆ ।”
ଆମ୍କେ ରଇବା ଆସାର୍ ଲାଗି ଆମେ ସାର୍ଦା ଅଉଁ । ଦୁକ୍ କସ୍ଟ ଆଇଲେ ମୁର୍ଚିକରି ରଉଁ । ସବୁବେଲା ପର୍ମେସର୍କେ ପାର୍ତନା କର୍ତେ ରଉଁ ।
ବେସି ଦୁକେ ରଇଲେ ମିସା ସାର୍ଦା ସଙ୍ଗ୍ ଆଚୁ । ଆମେ ଅର୍କିତ୍ ପାରା ଅଇରଇଲେ ମିସା, ବିନ୍ ଲକ୍ମନ୍କେ ସାଉକାର୍ କରାଇଆଚୁ । ଆମେ କାଇଟା ନ ରଇବା ଲକର୍ ପାରା ଆଚୁ, ମାତର୍ ସବୁଜାକ ଆମର୍ଟା ।
ମାପ୍ରୁର୍ ସଙ୍ଗ୍ ମିସିରଇଲାର୍ପାଇ ସବୁବେଲେ ସାର୍ଦା ଅଇକରି ରୁଆ । ମୁଇ ଆରିତରେକ୍ କଇଲିନି ସାର୍ଦା ଅଇକରି ରୁଆ ।