18 ସବୁ ସୁକ୍ ଦୁକ୍ ବେଲେ ମାପ୍ରୁକେ ଦନିଅବାଦ୍ ଦିଆସ୍ । କାଇକେବଇଲେ କିରିସ୍ଟ ଜିସୁର୍ ସଙ୍ଗ୍ ମିସିକରି ଜିଉନା କାଉନା କଲାସ୍ନି ବଲି ପର୍ମେସର୍ ତମର୍ଟାନେ ଅନି ମାଙ୍ଗ୍ଲାନି ।
ଆମର୍ ମାପ୍ରୁ ଜିସୁକିରିସ୍ଟର୍ ନାଉଁଦାରି ସବୁବେଲେ ସବୁ ବିସଇର୍ପାଇ ବାବା ପର୍ମେସର୍କେ ଦନିଅବାଦ୍ ଦିଆସ୍ ।
କାଇ ବିସଇ ନେଇକରି ମିସା ଚିନ୍ତା କରି ଦାନ୍ଦା ଉଆନାଇ । ତାର୍ ବାଦୁଲେ ସବୁ ଗଟ୍ନା ଅଇଲା ବେଲେ, ତମ୍କେ ଜାଇଟା ଲଡା ଆଚେ, ସେ ବିସଇ ପର୍ମେସର୍କେ ଗୁଆରି କରା । ଆରି ପାର୍ତନା କଲାବେଲେ, ତାକେ ଦନିଅବାଦ୍ ମିସା ଦିଆସ୍ ।
ତମେ କାଇଟା ମିସା କଇଲେ କି କଲେ, ସେ ସବୁ ମାପ୍ରୁ ଜିସୁର୍ ନାଉଁଦାରି ବାବା ପର୍ମେସର୍କେ ଦନିଅବାଦ୍ ଦିଆସ୍ ।
ଜେନ୍ତାରି କି ତମେ ବେସିଆ କାମ୍ଟାନେଅନି ବିନେ ରଇକରି, ସୁକଲ୍ ସଙ୍ଗ୍ ରଇବାଟା ପର୍ମେସର୍ ମନ୍ କଲାନି ।
ତେବେ ଆସା । ଜିସୁକିରିସ୍ଟକେ ଦେଇକରି ଆମେ ସବୁବେଲେ ପର୍ମେସର୍କେ ବଲି ସର୍ପି ଦେଇତେ ରଉ । ସେଟା ଆମର୍ ଟଣ୍ଡେଅନି ଆଇବା ଉପାସନା । ସେ ଆକା ମାପ୍ରୁ ବଲି ଆମେ କଉଁ ।
କାଇକେବଇଲେ, ତମେ କରିରଇବା ନିକ କାମର୍ଲାଗି କାଇ ଲଡାକେ ନ ଆଇବା କାତା କଇବୁଲ୍ବା ଲକ୍ମନ୍କେ ଚୁପ୍ କରାଇବାକେ ପର୍ମେସର୍ ମନ୍ କଲାନି ।
ତେବର୍ପାଇ ତମର୍ ମନ୍କେ ଜାଗରତ୍ କରା । ଜେନ୍ତାରିକି, ଏବେ ଅନି ତମର୍ ମରନ୍ ଜାକ, ପର୍ମେସର୍ ମନ୍ କଲା ଇସାବେ ଚଲାଚଲ୍ତି କର୍ସା । ତମର୍ ପାପର୍ ଗୁନ୍ ଚଲନ୍ ଇସାବେ କରାନାଇ ।
ଏ କାରାପ୍ ଜଗତ୍ ଆରି ତେଇର୍ ସବୁ ରକାମ୍ ଚଲାଚଲ୍ତି ଦାପ୍ରେ ଉଟିଜାଇସି । ମାତର୍ ଜେ ପର୍ମେସର୍କେ ମାନ୍ସି, ସେ ନ ସାର୍ବା ଜିବନ୍ ପାଇସି ।