୧ ତେସଲନିକିୟ 5:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 ସୁକଲ୍ଆତ୍ମା କଇଲା କାତା ଏଲା କରାନାଇ । အခန်းကိုကြည့်ပါ။ |
କିରିସ୍ଟର୍ ଏ ଗାଗ୍ଡେ ପର୍ମେସର୍ ବିନ୍ ବିନ୍ ଲକ୍ମନ୍କେ ବିନ୍ ବିନ୍ କାମ୍ ଦେଲାଆଚେ । ପର୍ତୁମ୍ ପେରିତ୍ ଇସାବେ ବାଚ୍ଲା ଲକ୍, ତାର୍ ପଚେ ବବିସତ୍ କାତା କଇବା ଲକ୍ମନ୍କେ, ସିକାଉମନ୍କେ, କାବାଅଇଜିବା କାମ୍ କର୍ବା ଲକ୍କେ, ନିକ କର୍ବା ଲକ୍ମନ୍କେ, ସାଇଜ କର୍ବା ଲକ୍ମନ୍କେ, ନେତା ଇସାବେ ଦାଇତ୍ ନେବାକେ, ଆରି ନାଜାନ୍ଲା ବାସାଇ କାତା କଇବା ଲକ୍ମନ୍କେ ବାଚ୍ଲା ଆଚେ ।
ଏ ଆଲାଦର୍ ବାଇବଇନିମନ୍, ଜଦି କେ ମିସା ପର୍ମେସରର୍ ଆତ୍ମା ମର୍ଟାନେ ଆଚେ, ବଲି କଇବା ଲକ୍ମନର୍ କାତା ବିସ୍ବାସ୍ କର୍ବାର୍ ନାଇ । ମାତର୍ ସେନ୍ତାରି ଲକର୍ଟାନେ ସତଇସେ ପର୍ମେସରର୍ ଆତ୍ମା ଆଚେ କି ନାଇ ଜାନ୍ବାକେ ମନ୍ଦିଆନ୍ ଦେଇ ସେ କଇବା କାତା ପରିକା କର୍ବାର୍ ଆଚେ । କାଇକେବଇଲେ ମିଚ୍ କାତା ସିକାଉମନ୍ ବେସି ଲକ୍ ବାରଇଆଚତ୍ । ପର୍ମେସରର୍ ଟାନେଅନି ମିଲାଇଲା କବର୍ ବଲି ସବୁବାଟେ ଗାଲାଇ ଆଚତ୍ ।