25 ଏ ବାଇବଇନିମନ୍, ଆମର୍ପାଇ ମିସା ପାର୍ତନା କରା ।
ଏ ମର୍ ଆଲାଦର୍ ବାଇବଇନିମନ୍ ! ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ନାଉଁ ଦାରି ଆରି ସୁକଲ୍ଆତ୍ମା ଦେଲା ଆଲାଦର୍ ପାଇ ମୁଇ ତମ୍କେ ଗୁଆରି କଲିନି, ମର୍ ପାଇ ମନ୍ଦେଇ ପାର୍ତନା କର୍ତେରୁଆ ।
ତମେ ଆମର୍ ପାଇ ପାର୍ତନା କରି ଆମ୍କେ ସାଇଜ କର୍ବାର୍ ଆଚେ । ସେନ୍ତାର୍ କଲେ ପର୍ମେସର୍ ସବୁ ପାର୍ତନାଇ ମାଙ୍ଗ୍ଲାଟା ପାଟାଇସି । ଆରି ବେସି ଲକ୍ ପର୍ମେସର୍କେ ଦନିଅବାଦ୍ ଦେବାଇ । କାଇକେବଇଲେ ସେ ଆମ୍କେ ଆସିର୍ବାଦ୍ କଲାଆଚେ ।
ଆରି ମୁଇ ସାର୍ଦା ଅଇତେରଇବି । କାଇକେବଇଲେ ତମେ ମର୍ପାଇ ପାର୍ତନା କଲାସ୍ନି ବଲି ମୁଇ ଜାନି । ଆରି ଜିସୁକିରିସ୍ଟର୍ ସୁକଲ୍ ଆତ୍ମାର୍ ସାଇଜର୍ଲାଗି ପର୍ମେସର୍ ମକେ ମୁକ୍ଲାଇସି ।
ଆମର୍ ପାଇ ମିସା ପାର୍ତନା କରା । ଜେନ୍ତିକି କିରିସ୍ଟର୍ ବିସଇଟାନେ ରଇବା ଏ ସୁବ୍କବର୍ ଆମେ ସବୁଲକ୍କେ ଜାନାଇପାର୍ବୁ । ଏ ସୁବ୍ କବର୍ ସେମନ୍ ଆଗ୍ତୁ ନାଜାନିରଇଲାଇ । ଏ ସୁବ୍କବର୍ ଜାନାଇଲାର୍ପାଇ ମୁଇ ଏବେ ବନ୍ଦିଗରେ ଆଚି ।
ଏଟାଚାଡି ମର୍ପାଇ ଗଟେକ୍ ବାକ୍ରା ସାଜାଡି ର । କାଇକେବଇଲେ, ତୁଇ ପାର୍ତନା କଲା ଇସାବେ ମୁଇ ତର୍ଲଗେ ଦାପ୍ରେ କେଟିପାର୍ବି ।