28 ମାପ୍ରୁ ଜିସୁ ଜିବନ୍ ଦୁକାଇ ଦୟା କଲାଟା ତମର୍ ସଙ୍ଗ୍ ର ।
ରମେ ରଇବା ସବୁ ଲକ୍କେ ଏ ଚିଟି ଲେକ୍ଲିନି । କାଇକେବଇଲେ ତମ୍କେ ପରମେସର୍ ଆଲାଦ୍ କଲାନି । ଆରି ତାର୍ ନିଜର୍ ଲକ୍ ଅଇବାକେ ଡାକି ଆଚେ । ଆମର୍ ବାବା ପରମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
ଆରି ସାନ୍ତିଦେଉ ପରମେସର୍ ତମର୍ ଲାଗି ସଇତାନ୍କେ ପୁରାପୁରୁନ୍ କୁରୁପ୍ନାସ୍ କର୍ସି । ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଜିବନ୍ଦୁକାଇଲାଟା ତମର୍ ସଙ୍ଗ୍ ସବୁବେଲେ ରଅ ।
ଗାୟସ୍ ତମ୍କେ ଜୁଆର୍ ଜାନାଇଲାନି । ମୁଇ ତାର୍ ଗରେ ରଇଲିନି ଆରି ତାର୍ ଗରେ ରୁଣ୍ଡ୍ବା ଇତିର୍ ବିସ୍ବାସିମନ୍ ତମ୍କେ ଜୁଆର୍ ଜାନାଇଲାଇନି । ଏ ଗଡର୍ ଡାବୁ ଇସାବ୍କିତାବ୍ କରୁ ଏରାସ୍ଟ ଆରି ବାଇ କାର୍ତ ମିସା ତମ୍କେ ଜୁଆର୍ ଜାନାଇଲାନି ।
ମାପ୍ରୁ ଜିସୁକିରିସ୍ଟର୍ ଜିବନ୍ଦୁକାନି ତମର୍ ସବୁ ଲକର୍ ଲଗେ ରଅ ।
ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଜିବନ୍ ଦୁକାନି ତମ୍କେ ସବୁକେ ମିଲ ।