4 ମାତର୍ ଏ ବାଇବଇନିମନ୍, ଏବେ ତମେ ଆନ୍ଦାରେ ବାସାଅଇ ରୁଆସ୍ ନାଇ । ତେବେ ସେ ଦିନ୍ ତମର୍ ନାଜାନ୍ତେ ଆରି ଜାଗ୍ରତ୍ ନ ରଇଲା ବେଲାଇ ଚର୍ପାରା ଅଇ ନ ଆସେ ।
ମୁଇ ତମ୍କେ ସତ୍ କଇଲିନି, ବିଚାର୍ନା ଦିନେ ସଦମ୍ ଗମରାକେ ପର୍ମେସର୍ ଅଦିକ୍ ଦୟା ଦେକାଇସି ।”
“ମାତର୍ ତମେ ନିଜର୍ ନିଜର୍ ବିସଇ ନେଇକରି ଜାଗ୍ରତ୍ ରୁଆ । ତମର୍ ମନ୍ ସବୁବେଲାଇ ବଜିବାତ୍ କରି ମଦ୍ ପେଣ୍ଡମ୍ କାଇବା ବିସଇ ଆରି କେନ୍ତାର୍ ଜିଇବାର୍ ଅଇସି କେନ୍ତାର୍ ନାଇ ବଲି ଚିନ୍ତାକରି ରଇଲାବେଲେ, ସେ ଦିନ୍ ଅଟାତ୍ ପାନ୍ଦ୍ ପାରା ଆସି ଲାଗିଜାଇସି ।
ତୁଇ ସେମନର୍ ଆଁକି ପିଟାଇଦେସ୍ ବଲି ମୁଇ ତକେ କଇଲିନି । ଜେନ୍ତିକି ସେମନ୍ ଆନ୍ଦାରେଅନି ଉଜଲେ ଆରି ସଇତାନର୍ ବାନ୍ଦନେଅନି ମାପ୍ରୁର୍ ବାଟେ ବାଅଡ୍ବାଇ । ଜେନ୍ତିକି ମକେ ବିସ୍ବାସ୍ କଲାର୍ ପାଇ, ସେମନର୍ ପାପ୍ କେମା ଅଇସି । ଆରି ମାପ୍ରୁ ବାଚ୍ଲା ଲକ୍ମନର୍ ସଙ୍ଗ୍ ସେମନ୍କେ ମିସା ଡାକିନେବାଇ ।”
ସେ ଆମ୍କେ ଆନ୍ଦାରର୍ ବପୁତେଇଅନି ମୁକ୍ଲାଇକରି ତାର୍ ଆଲାଦର୍ ପଅର୍ ରାଇଜେ ଡାକିଆନିଆଚେ ।
କାଇକେବଇଲେ ମାପ୍ରୁର୍ ଦିନ୍ ଗଟେକ୍ ଚର୍ ରାତିଆ ଗରେ ଆସି ପୁର୍ଲାପାରା କେଟ୍ସି ।
ମାପ୍ରୁର୍ ଦିନ୍ ଚର୍ ଆଇଲା ରକାମ୍ କେଟିଜାଇସି । ସେ ଦିନେ ବାଦଲ୍ ସବୁ ବେସି ସବଦ୍ ସଙ୍ଗ୍ ନସ୍ଟ ଅଇଜାଇସି, ବାଦ୍ଲେ ଉଜଲ୍ ରଇବାଟାମନ୍ ସବୁ ସିଲିଜାଇସି, ପୁର୍ତିବି ଆରି ସିତି ରଇଲା ଲକ୍ମନ୍ ତିଆର୍ କଲା ଜେତେକ୍ ସବୁ ଜିନିସ୍ ପଡିଜିବାଇ ।
ମାତର୍ ଏଟା ଗଟେକ୍ ନୁଆ ଆଦେସ୍ ପାରା ମିସା ଆଚେ । କାଇକେବଇଲେ ତେଇର୍ ସତ୍ ବିସଇ କିରିସ୍ଟ ଲଗେ ଆରି ତମର୍ ଲଗେ ଡିସ୍ଲାନି । ଆନ୍ଦାର୍ ଉଟିଗାଲାନି, ଆରି ସତ୍ ଉଜଲ୍ ଡିସ୍ଲାନି ।
ସୁନା, ମୁଇ ଚର୍ ପାରା ଆଇଲିନି । ଜନ୍ ଲକ୍ମନ୍ ଜାଗ୍ରତ୍ ରଇକରି ତାକର୍ ବସ୍ତର୍ ଜାଗର୍ତା କରି ସଙ୍ଗଇବାଇ, ସେମନ୍ କେଡେକ୍ କରମର୍ ଲକ୍ମନ୍ । ମୁଇ ଆଇବା ଦିନେ ସେମନ୍ ଗଟେକ୍ ଡୁମ୍ଣ୍ଡା ଅଇକରି ଏନେତେନେ ବୁଲ୍ବା ଲକ୍ ପାରା ନ ରଏ । ଆରି ସେମନ୍ ଲକ୍ମନ୍କେ ଦେକି ଲାଜ୍ ନ ଅଅତ୍ ।
ତମେ ଜନ୍ ସିକିଆ ସିକିଆଚାସ୍, ଆରି ଜନ୍ଟା ସୁନି ଆଚାସ୍, ସେଟା ଏତାଆ । ସେଟା ମାନିକରି ତମର୍ ପାପେଅନି ବାଉଡା । ସଇଲାତେଇଅନି ନ ଉଟ୍ଲେ ମୁଇ ଚର୍ ପାରା ଆସି ତମ୍କେ ଡଣ୍ଡ୍ ଦେବି । ମୁଇ କେଡେବେଲେ ଆଇବି, ସେଟା ତମେ ଜାନିନାପାରାସ୍ ।