5 ତମେ ସବୁଲକ୍ ଉଜଲ୍ ଆରି ଦିନ୍ ବେଲର୍ ପିଲାମନ୍ । ଆମେ ରାତିଆଇ କି ଆନ୍ଦାରେ ରଉନାଇ ।
ଏଟାର୍ ପାଇ ସେ ମିଚୁଆ ମୁକିଅ ଗତିଦାଙ୍ଗ୍ଡାକେ ତାର୍ ସାଉକାର୍ କଇଲା, “ତୁଇ ବେସି ଚାଲାକି ଅଇକରି ଏନ୍ତି କାମ୍ କରିଆଚୁସ୍ । କାଇକେ ବଇଲେ ଏ ଦୁନିଆର୍ ଲକ୍ମନ୍ ନିଜର୍ କାମ୍ କର୍ବାକେ ପର୍ମେସରର୍ ଲକ୍ମନର୍ ଟାନେଅନି ଅଦିକ୍ ଚାଲାକି ।”
ସେଟାର୍ ପାଇ ତମର୍ ଲଗେ ଉଜଲ୍ ରଇତେସେ ଉଜଲ୍ ପାରା ରଇବା ମର୍କାତା ବିସ୍ବାସ୍ କରା । ତେବେ ତମେ ଉଜଲର୍ ଲକ୍ ଅଇସା ” ବଲିକରି କଇଲା । ଜିସୁ ଏ କାତା କଇକରି ଉଟିଗାଲା ଆରି ସେମନ୍କେ ନ ଦେକାଇଅଇକରି ରଇଲା ।
ତୁଇ ସେମନର୍ ଆଁକି ପିଟାଇଦେସ୍ ବଲି ମୁଇ ତକେ କଇଲିନି । ଜେନ୍ତିକି ସେମନ୍ ଆନ୍ଦାରେଅନି ଉଜଲେ ଆରି ସଇତାନର୍ ବାନ୍ଦନେଅନି ମାପ୍ରୁର୍ ବାଟେ ବାଅଡ୍ବାଇ । ଜେନ୍ତିକି ମକେ ବିସ୍ବାସ୍ କଲାର୍ ପାଇ, ସେମନର୍ ପାପ୍ କେମା ଅଇସି । ଆରି ମାପ୍ରୁ ବାଚ୍ଲା ଲକ୍ମନର୍ ସଙ୍ଗ୍ ସେମନ୍କେ ମିସା ଡାକିନେବାଇ ।”
କାଇକେବଇଲେ ଆଗ୍ତୁ ତମେ ଆନ୍ଦାରେ ରଇଲାସ୍ । ମାତର୍ ଏବେ ମାପ୍ରୁର୍ ସଙ୍ଗ୍ ମିସ୍ଲାର୍ପାଇ ଉଜଲେ ପୁରି ଆଚାସ୍ । ତେବର୍ପାଇ ଉଜଲେ ରଇବା ଲକ୍ମନର୍ପାରା ଚଲାଚଲ୍ତି କରା ।
ଆମର୍ ବିସ୍ବାସ୍ ଆରି ଆମର୍ ଆଲାଦ୍ ଗଟେକ୍ ରକିଆ ପାଇବା ଲୁଆର୍ ବସ୍ତର୍ ପାରା ରକିଆ କର୍ସି । ଆମର୍ ଆସା ଗଟେକ୍ ଲୁଆର୍ ଟପି ପାରା ଆମ୍କେ ରକିଆ କର୍ସି ।
ମାତର୍ ଏଟା ଗଟେକ୍ ନୁଆ ଆଦେସ୍ ପାରା ମିସା ଆଚେ । କାଇକେବଇଲେ ତେଇର୍ ସତ୍ ବିସଇ କିରିସ୍ଟ ଲଗେ ଆରି ତମର୍ ଲଗେ ଡିସ୍ଲାନି । ଆନ୍ଦାର୍ ଉଟିଗାଲାନି, ଆରି ସତ୍ ଉଜଲ୍ ଡିସ୍ଲାନି ।