୧ ତେସଲନିକିୟ 5:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ତେବେ ଆସା, ଆମେ ବିନ୍ ଲକ୍ମନର୍ ପାରା ଗୁନି ଗୁନି କରି ନ ରଉଁ । ଚେତା ଅଇକରି ଜାଗ୍ରତ୍ସଙ୍ଗ୍ ରଉଁ । အခန်းကိုကြည့်ပါ။ |
ସେ ଦୟା କଲାକେ, କାରାପ୍ ଚଲାଚଲ୍ତି କର୍ବାଟା ଚାଡିକରି, ବିସ୍ବାସ୍ ନ କର୍ବା ଲକ୍ମନ୍ କର୍ବା ଚଲାଚଲ୍ତି ନ କରି, ସେମନ୍ ଲାଲ୍ସା ଅଇବା ବିସଇ ମନ୍ ନ କର୍ବାକେ ପର୍ମେସର୍ ଆମ୍କେ ସିକାଇଲାନି । ତାର୍ ବାଦୁଲେ ଜେତ୍କି ଦିନ୍ ଆମେ ଏ ଜଗତେ ବଁଚିଆଚୁ, ସେତ୍କି ଦିନ୍ ନିଜେ ଜାଗ୍ରତ୍ ରଇ, ଦରମ୍ ଚଲାଚଲ୍ତି କରି ତାକେ ସାର୍ଦା କରାଇବାକେ ସେ ଆମ୍କେ ବପୁ ଦେଲାନି ।