୧ ତେସଲନିକିୟ 5:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ତେବେ ଜନ୍ ଲକ୍ମନ୍ ସଇବାଇ, ସେମନ୍ ରାତିବେଲେ ସଇବାଇ । ଆରି ଜନ୍ ଲକ୍ମନ୍ ମାତ୍ବାଇ, ସେମନ୍ ରାତିଆ ମାତ୍ବାଇ । အခန်းကိုကြည့်ပါ။ |
ବିନ୍ ଲକ୍ମନ୍କେ ସେମନ୍ ବେସି ଦୁକ୍ କସ୍ଟ ଦେଲାଇଆଚତ୍କେ ପର୍ମେସର୍ ମିସା ସେମନ୍କେ ଦୁକ୍ କସ୍ଟ ଦେଇସି । ନିଜର୍ ଗାଗଡ୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ସେମନ୍ କାଇଟା ମିସା କର୍ବାଇ । ସେଟା ଦିନ୍ବେଲେ ମିସା କର୍ବାଇ । ମାତର୍ ସେମନ୍ ତମର୍ ସଙ୍ଗ୍ କାଇବାକେ ବସ୍ଲାବେଲେ ମିସା ସେନ୍ତାରି ଅଇତେରଇବାଇ, ଜନ୍ଟାକି ତମ୍କେ ଇଜତ୍ ଜିକି ଲାଜ୍ କରାଇସି ।