୧ ତେସଲନିକିୟ 5:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 କାଇକେବଇଲେ ପର୍ମେସର୍ ଆମ୍କେ ରିସାର୍ ମୁତାର୍ ଡଣ୍ଡ୍ ପାଇବାକେ ନ ବାଚିକରି ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଲାଗି, ମୁକ୍ତି ପାଇବାକେ ତିଆର୍ କଲାଆଚେ । အခန်းကိုကြည့်ပါ။ |
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।
କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।