୧ମ ତିମତି 3:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ସେବାକାରିଆମନ୍ ଆବଡ୍ ଅଇ ନିକ କାମ୍ କଲେ, ଲକ୍ମନର୍ ଟାନେଅନି ଅଦିକ୍ ସନ୍ମାନ୍ ମିଲ୍ସି । ସେନ୍ତାରି ଲକ୍ କିରିସ୍ଟ ଜିସୁର୍ ବିସଇ ବିନ୍ ଲକ୍ମନ୍କେ ଡାଟ୍ ସଙ୍ଗ୍ କଇପାର୍ବାଇ । အခန်းကိုကြည့်ပါ။ |
ଦଲର୍ ସବୁ ଲକ୍ ପେରିତ୍ ସିସ୍ମନର୍ କଇଲା କାତାଇ ରାଜିଅଇଲାଇ, ଆରି ଏ କାମ୍ କର୍ବାକେ ବିସ୍ବାସ୍ ଆରି ସୁକଲ୍ ଆତ୍ମାଇ ପୁରୁନ୍ ଅଇରଇବା ତିପାନ୍ ନାଉଁର୍ ଗଟେକ୍ ଲକ୍, ଆରି ପିଲିପ୍, ପକ୍ରସ୍, ନିକାନର, ତିମନ୍, ପର୍ମନା ଆରି ଆଗେ ଜିଉଦି ଦରମ୍ ବିସ୍ବାସ୍ କରିରଇବା, ଆନ୍ଟିକିୟଇ ଅନି ଆସିରଇବା ଗଟେକ୍ ଜିଉଦି ନ ଅଇଲା, ନିକଲାୟକେ ବାଚ୍ଲାଇ ।