୧ମ ତିମତି 3:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 କାଇକେବଇଲେ ଜଦି ମର୍ ଆଇବାଟା ଅଲ୍ସମ୍ ଅଇଲେ ମିସା, ପର୍ମେସରର୍ କୁଟୁମ୍ ଇସାବେ ମଣ୍ଡଲିଟାନେ ତମେ ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ କେନ୍ତାରି ମିସିକରି ରଇବାର୍ଆଚେ, ସେ ବିସଇ ତମେ ଜାନ୍ସା । ଏ ମଣ୍ଡଲି ପର୍ମେସରର୍, ଜେକି ସତଇସେ ବଁଚିଆଚେ । ସେ କୁନାଦି ଆରି ମୁଲ୍ ଡେଲି ପାରା ଅଇ ସତ୍ ବିସଇକେ ଡାଟ୍ କରାଇଲାନି । အခန်းကိုကြည့်ပါ။ |
ପର୍ମେସରର୍ ମନ୍ଦିରେ ପୁତ୍ଲା ପୁଜା କର୍ବାର୍ ନ ଅଏ । ଆମେ ପର୍ମେସରର୍ ମନ୍ଦିର୍ ପାରା । କାଇକେବଇଲେ ଜିବନ୍ ରଇବା ପର୍ମେସର୍ ଆମର୍ ବିତ୍ରେ ବାସା ଅଇଆଚେ । ସେ ନିଜେ କଇଲାଆଚେ “ ଜନ୍ ଲକ୍ମନ୍ ମର୍ ଲକ୍, ମୁଇ ସେମନର୍ ସଙ୍ଗ୍ ରଇବି । ତାକର୍ ବିତ୍ରେ ଚାଲାବୁଲା କର୍ବି । ମୁଇ ସେମନର୍ ପର୍ମେସର୍ ଅଇବି । ଆରି ସେମନ୍ ମର୍ ଲକ୍ ଅଇବାଇ ।”
ନେତା ଇସାବେ ଏଜାଇଅଇରଇବା ଜାକୁବ୍, ପିତର୍ ଆରି ଜଅନ୍, ଉଁ ବଲି ମାନି ଅଇରଇଲାଇ ଜେ, ପରମେସର୍ ମକେ ଏ ମୁକିଅ କାମର୍ ଦାଇତ୍ ଦେଲାଆଚେ । ସେଟାର୍ ପାଇ ସେମନ୍ ମକେ ଆରି ବର୍ନବାକେ, ଆମେ ମିସିକରି କାମ୍ କରୁବଲି ଗଟେକ୍ ଚିନ୍ ଇସାବେ ଆତ୍ ମିଲାଇଲାଇ । ବର୍ନବା ଆରି ମୁଇ ଜିଉଦି ନଇଲା ଲକ୍ମନର୍ ବିତ୍ରେ ଆରି ସେମନ୍ ଜିଉଦିମନର୍ ବିତ୍ରେ କାମ୍ କର୍ବୁ ବଲି ରାଜି ଅଇରଇଲୁ ।
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।