୧ମ ତିମତି 4:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ମୁଇ ତର୍ଟାନେ ଆଇବା ଜାକ ବିସ୍ବାସିମନ୍ ରୁଣ୍ଡ୍ଲା ବେଲାଇ, ଜେନ୍ତାରି କି ସବୁଲକ୍ ନିକକରି ସୁନ୍ଲାପାରା ସାସ୍ତର୍ ପଡିଦେସ୍ । ତେଇର୍ ଅରତ୍ ସେମନ୍କେ ବୁଜାଇଦେସ୍ । အခန်းကိုကြည့်ပါ။ |
ବିନ୍ ଲକ୍ମନ୍କେ ସାର୍ଦା କରାଇବାକେ ବପୁ ଦେଇରଇଲେ, ସେଟା କର୍ତେ ରଉଁ । ଅର୍କିତ୍ ଲକ୍ମନ୍କେ ଦାନ୍ କର୍ବା ବପୁ ଦେଇରଇଲେ, କାଇଟା ନ ବାବିକରି ଦାନ୍ କରୁ । ବିନ୍ ଲକର୍ କାମ୍କେ ଦେକାରକା କର୍ବା ଅଦିକାର୍ ଦେଇରଇଲେ, ନିଜେ ବେସି କାମ୍ କର୍ବାର୍ଆଚେ । ଜଦି ବିନ୍ ଲକ୍ମନ୍କେ ଦୟା ଦେକାଇବା ବପୁ ଦେଲାଆଚେ, ବିଜାର୍ ନ ଅଇ ସାର୍ଦା ସଙ୍ଗ୍ କର୍ବାର୍ ଆଚେ ।
ଏ ବାଇବଇନିମନ୍, ମର୍ କଇବା କାତା ଅଇଲାନି, ତମେ ଉପାସନା କର୍ବାକେ ରୁଣ୍ଡ୍ଲା ବେଲାଇ ଏନ୍ତାରି କରା । ତମର୍ ବିତ୍ରେଅନି କାକେ କାକେ ଗିତ୍ ଆଚେ, କାକେ କାକେ, ସିକିଆ ଦେବାଟା ଆଚେ, ଆରି କାକେ କାକେ ପର୍ମେସରର୍ ଟାନେ ଅନି କାତା ପାଇ, ସେଟା ଜାନାଇବାଟା ଆଚେ, କି ନାଜାନ୍ଲା ବାସାଇ କାତା କଇବାଟା ଆଚେ, ଆରି କାକେ କାକେ ନାଜାନ୍ଲା ବାସାଇ କଇଲା କାତାର୍ ଅରତ୍ ବୁଜାଇବା ବପୁ ଆଚେ, ଏନ୍ତି କାଇଟା ନଇଲେ କାଇଟା ଆଚେ । ଏଟା ସବୁ ଅଇସି, ତେବେ ମଣ୍ଡଲିର୍ ବିସ୍ବାସି ମନର୍ ବିସ୍ବାସ୍ ଡାଁଟ୍ ଅଇସି ।