୧ମ ତିମତି 4:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ଜନ୍ ସବୁ ସିକିଆ ମିଚ୍, ଆରି ଜନ୍ଟା ସବୁ ଟଣ୍ଡେପାନ୍ଦି କଇବାଟାନେ ଅନି ଦୁରିକେ ରୁଆ । ତାର୍ ବାଦୁଲେ ନିଜେ ଜାଗ୍ରତ୍ ରଇକରି ପର୍ମେସର୍ ଜନ୍ଟା ମନ୍ କଲାନି, ସେନ୍ତାରି ଚଲାଚଲ୍ତି କରା । အခန်းကိုကြည့်ပါ။ |
ଦରମ୍ କାମ୍ କର୍ବା ଲକ୍ମନର୍ପାଇ ନିୟମ୍ ତିଆର୍ ନ ଅଇରଇଲା । ତାର୍ ବାଦୁଲେ ଜନ୍ ଲକ୍ମନ୍ ତାର୍ ବିରଦି ଅଇରଇଲାଇ, ଆରି ତାର୍ କାତା ମାନି ନ ରଇଲାଇ, ସେନ୍ତାରି ଲକ୍ମନର୍ ପାଇ ପର୍ମେସର୍ ନିୟମ୍ ତିଆର୍ କରିରଇଲା । ଜନ୍ ଲକ୍ମନ୍ ପର୍ମେସର୍ ରଏ ନାଇ ବଲି ଚଲାଚଲ୍ତି କଲାଇନି, ଜନ୍ ଲକ୍ମନ୍ ପାପ୍ କର୍ବାଇ, କରାପ୍ କାମ୍ କର୍ତେରଇବାଇ, ଆରି ପର୍ମେସର୍କେ ସନ୍ମାନ୍ ନ ଦେଇତେରଅତ୍, ଜନ୍ଲକ୍ମନ୍ କି ତାକର୍ ଆୟା ବାବାମନ୍କେ ମରାଇବାଇ କି ବିନ୍ ଲକ୍ମନ୍କେ ମିସା ମରାଇବାଇ,
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”
ସେ ଦୟା କଲାକେ, କାରାପ୍ ଚଲାଚଲ୍ତି କର୍ବାଟା ଚାଡିକରି, ବିସ୍ବାସ୍ ନ କର୍ବା ଲକ୍ମନ୍ କର୍ବା ଚଲାଚଲ୍ତି ନ କରି, ସେମନ୍ ଲାଲ୍ସା ଅଇବା ବିସଇ ମନ୍ ନ କର୍ବାକେ ପର୍ମେସର୍ ଆମ୍କେ ସିକାଇଲାନି । ତାର୍ ବାଦୁଲେ ଜେତ୍କି ଦିନ୍ ଆମେ ଏ ଜଗତେ ବଁଚିଆଚୁ, ସେତ୍କି ଦିନ୍ ନିଜେ ଜାଗ୍ରତ୍ ରଇ, ଦରମ୍ ଚଲାଚଲ୍ତି କରି ତାକେ ସାର୍ଦା କରାଇବାକେ ସେ ଆମ୍କେ ବପୁ ଦେଲାନି ।