୧ମ ତିମତି 5:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 କାଇକେବଇଲେ ସେମନ୍ ପର୍ମେସରର୍ ଟାନେଅନି ଦୁରିକେ ଜାଇ ସଇତାନର୍ ସଙ୍ଗ୍ ଜିଇବାକେ ଆରାମ୍ କଲାଇ ଆଚତ୍ । အခန်းကိုကြည့်ပါ။ |
ସେ ତାର୍ ସବୁ ଚିଟି ଲଗେ ମିସା ଏ ସମାନ୍ ବିସଇ ଲେକ୍ଲାଆଚେ । ମାତର୍ ତେଇଅନି କେତେଟା ବିସଇ ଲକ୍ମନ୍କେ ବୁଜ୍ବାକେ କସ୍ଟ ଆଚେ । ଜନ୍ ଲକ୍ମନ୍ ନିକ ସିକତ୍ନାଇ ଆରି ତାକର୍ ବିସ୍ବାସ୍ଟାନେ ଡାଟ୍ନାଇ, ଏ ସବୁ ବିସଇର୍ ଅରତ୍ ବୁଲ୍ଇସାବେ ବାତାଇଲାଇନି । ପର୍ମେସରର୍ ବାକିଅତେଇରଇବା କେତେଟା ବିନ୍ ବିସଇମନ୍ ମିସା ଏନ୍ତାରି ବୁଲ୍କରି ବାତାଇଲାଇନି । ଏନ୍ତାରି କଲାର୍ପାଇ ପର୍ମେସର୍ ସେମନ୍କେ କୁରୁପ୍ନାସ୍ କର୍ସି ।