୧ମ ତିମତି 5:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ଜନ୍ ପାର୍ଚିନ୍ମନ୍ ମଣ୍ଡଲିର୍ ନେତା ଅଇ ଡାକିନେଲାଇନି, ସେମନ୍ ଦୁଇଗୁନ୍ ବୁତି ପାଇବା ଦର୍କାର୍ । କାଇକେବଇଲେ ସୁବ୍କବର୍ ଜାନାଇବାଟା ଆରି ସିକାଇବାଟା ସେମନ୍କେ ଦାଇତ୍ ଇସାବେ ଦେଲାଇ ଆଚତ୍ । အခန်းကိုကြည့်ပါ။ |
ବିନ୍ ଲକ୍ମନ୍କେ ସାର୍ଦା କରାଇବାକେ ବପୁ ଦେଇରଇଲେ, ସେଟା କର୍ତେ ରଉଁ । ଅର୍କିତ୍ ଲକ୍ମନ୍କେ ଦାନ୍ କର୍ବା ବପୁ ଦେଇରଇଲେ, କାଇଟା ନ ବାବିକରି ଦାନ୍ କରୁ । ବିନ୍ ଲକର୍ କାମ୍କେ ଦେକାରକା କର୍ବା ଅଦିକାର୍ ଦେଇରଇଲେ, ନିଜେ ବେସି କାମ୍ କର୍ବାର୍ଆଚେ । ଜଦି ବିନ୍ ଲକ୍ମନ୍କେ ଦୟା ଦେକାଇବା ବପୁ ଦେଲାଆଚେ, ବିଜାର୍ ନ ଅଇ ସାର୍ଦା ସଙ୍ଗ୍ କର୍ବାର୍ ଆଚେ ।
ସେମନ୍ ବେସି ସାର୍ଦାଅଇ ଏ ସାଇଜ ଦେଲାଇନି । ଏଟା ଦେଇକରି ସେମନ୍ ଟିକ୍ ବିସଇ କଲାଇ । କାଇକେବଇଲେ, ଜିରୁସାଲେମେ ରଇବା ବିସ୍ବାସିମନର୍ ଟାନେ ସେମନ୍ ରୁନି ଅଇଆଚତ୍ । ସେଟା କେନ୍ତିବଇଲେ ଜିଉଦିମନର୍ଟାନେଅନିସେ ପର୍ମେସରର୍ ବାକିଅ ଇତିର୍ ଜିଉଦି ନ ଅଇଲା ଲକ୍ମନ୍କେ ଆନିରଇଲା । ସେଟାର୍ପାଇ ତେଇର୍ ଅର୍କିତ୍ ଜିଉଦିମନ୍କେ କେତେକ୍ ଡାବୁ ସାଇଜ ପାଟାଇବାଟା ନିକ ବିସଇ ।
ଆରି ବାଇ ଜେ କି ସବୁବେଲେ ମକେ ସାଇଜ କର୍ସୁ, ଏ ଦୁଇଟା ମାଇଜିମନ୍ ସାନ୍ତି ସଙ୍ଗ୍ ରଇବାକେ ତୁଇ ସାଇଜ କର୍ । କାଇକେବଇଲେ ସୁବ୍କବର୍ ଜାନାଇବା କାମେ ସେମନ୍ ମର୍ସଙ୍ଗ୍ ରଇକରି ବେସି ଆବଡ୍ ଅଇଲାଇ ଆଚତ୍ । ସେନ୍ତାରିସେ କେଲେମେନ୍ଟ ଆରି ବିନ୍ ଲକ୍ମନ୍ ମିସା ମର୍ ସଙ୍ଗ୍ କାମ୍ କର୍ତେରଇଲାଇ । ପର୍ମେସର୍ ତାର୍ ବଇଟାନେ ସେମନର୍ ସବୁ ଲକର୍ ନାଉଁ ଲେକ୍ଲା ଆଚେ । ସେ ସବୁ ଲକ୍ ନ ସାର୍ବା ଜିବନ୍ ପାଇଲାଇ ଆଚତ୍ ।
ତମର୍ ମୁକିଅ ଲକ୍ମନର୍ କାତା ମାନିକରି ଆଦେସ୍ ଦେଲାଟା କରା । ସେମନ୍ ଜାଗୁଆଲ୍ମନର୍ ପାରା ନ ତାକିକରି ତମର୍ ଆତ୍ମାମନ୍କେ ଜତନ୍ କଲାନି । କାଇକେବଇଲେ ସେମନ୍କେ ତାକର୍ କରିରଇବା କାମ୍ ପର୍ମେସର୍ କେ ଇସାବ୍ ଦେବାକେ ପଡ୍ସି । ତମେ ଜଦି ତାକର୍ କାତା ମାନ୍ସା, ସେମନ୍ ସାର୍ଦା ସଙ୍ଗ୍ ସେବା କାମ୍ କର୍ବାଇ । ତମେ ତାକର୍ କାତା ନ ମାନ୍ଲେ, ସେମନ୍ ଦୁକ୍ ଅଇବାଇ । ତେବେ ତମ୍କେ କାଇ ସାଇଜ ନଏଁ ।