୧ମ ତିମତି 6:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ଗଟେକ୍ ନିକ ସଇନ ଜେନ୍ତାରି ଜୁଇଦେ ଜୁଜ୍ବାକେ କେବେ ନ ଚାଡେ, ସେନ୍ତାରିସେ ତୁଇ ମିସା ପର୍ମେସର୍କେ ବିସ୍ବାସ୍ କରି ତାର୍ ତିଆର୍ଲାଟା ମାନ୍ବାକେ ଚାଡ୍ନାଇ । ଜନ୍ ନ ସାର୍ବା ଜିବନ୍ ପର୍ମେସରର୍ଟାନେ ଆଚେ, ସେଟା ତୁଇ ନିଜର୍ପାଇ ଆନ୍ । ସେ ବିସଇ ମିଲାଇବାକେ ବେସି ଲକର୍ ମୁଆଟେ କାତା ଦେଇରଇଲୁସ୍ । အခန်းကိုကြည့်ပါ။ |
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।