୧ମ ତିମତି 6:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ଆମର୍ ମାପ୍ରୁ ଜିସୁକିରିସ୍ଟ ବାଉଡି ଆଇବା ଜାକ ମୁଇ ତକେ ତିଆରିରଇବା ଜେତ୍କି ସବୁ ବିସଇ ମାନିକରି, କାଇ ନିନ୍ଦା ନ ଅଇତେ ର । အခန်းကိုကြည့်ပါ။ |
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।
ତମର୍ ଜିବନେ ଆଇଲା ଦୁକ୍କସ୍ଟ ସବୁ ତମର୍ ବିସ୍ବାସ୍ ସତ୍ଆଚେ କି ନାଇ ବଲି ପରିକା କର୍ବାକେସେ । ସୁନାର୍ ବିସଇ ବାବିଦେକା, ଏ ଜଗତର୍ ସବୁ ବିସଇର୍ପାରା ସୁନା ମିସା ନସିଜାଇସି । ସୁନା ନିକଟା କି କାରାପ୍ଟା ବଲି ଜାନ୍ବାକେ ଜଇଟାନେ ସିଲାଇବାଇ । ତମର୍ ବିସ୍ବାସ୍ ସୁନାଟାନେଅନି ଅଦିକ୍ ମୁଲିଅ । ସେନ୍ତାର୍ଆଲେ ତମର୍ ବିସ୍ବାସ୍ ନିକଟା କି ନାଇ ବଲି ପରିକା କର୍ବାର୍ ଆଚେ । ତମର୍ ବିସ୍ବାସ୍ ଜଦି ନିକଟା, ଜିସୁ କିର୍ସଟ୍ ଦେକା ଅଇବା ସେ ଦିନେ ତମେ ଡାକ୍ପୁଟା ଆରି ମଇମା ପାଇସା ।