୧ମ ତିମତି 6:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି । အခန်းကိုကြည့်ပါ။ |
କେତେ କେତେ ଲକ୍ ସାଉକାର୍ ଅଇବାକେ ଏନ୍ତି ମନ୍ କର୍ବାଇଜେ, ସେମନର୍ ଜିବନେ କାଇ ପରିକା ଆଇଲେ ମିସା ତେଇ ଅଦର୍ବାଇ । ଗଟେକ୍ ପସୁ ପାରା ପାନ୍ଦେ ଲାଗ୍ବାଇ । ଜେତ୍କି ବିସଇ ତାକର୍ପାଇ ଆରି ବିନ୍ ଲକର୍ ପାଇ କାରାପ୍ ଆରି ବିପଦ୍ ଆନ୍ସି, ସେ ସବୁ ବିସଇ କର୍ବାକେ ମନ୍ କର୍ବାଇ । ଏନ୍ତାରି ମନ୍ କର୍ବାଟା ଅଦିକ୍ ଅଦିକ୍ ବାବି, ସେମନ୍ କୁରୁପ୍ନାସ୍ ଅଇଜିବାଇ ।
ସେ ଦୟା କଲାକେ, କାରାପ୍ ଚଲାଚଲ୍ତି କର୍ବାଟା ଚାଡିକରି, ବିସ୍ବାସ୍ ନ କର୍ବା ଲକ୍ମନ୍ କର୍ବା ଚଲାଚଲ୍ତି ନ କରି, ସେମନ୍ ଲାଲ୍ସା ଅଇବା ବିସଇ ମନ୍ ନ କର୍ବାକେ ପର୍ମେସର୍ ଆମ୍କେ ସିକାଇଲାନି । ତାର୍ ବାଦୁଲେ ଜେତ୍କି ଦିନ୍ ଆମେ ଏ ଜଗତେ ବଁଚିଆଚୁ, ସେତ୍କି ଦିନ୍ ନିଜେ ଜାଗ୍ରତ୍ ରଇ, ଦରମ୍ ଚଲାଚଲ୍ତି କରି ତାକେ ସାର୍ଦା କରାଇବାକେ ସେ ଆମ୍କେ ବପୁ ଦେଲାନି ।