୧ମ ତିମତି 6:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ଦରମ୍ ମନେ ଲକ୍ମନ୍କେ ସାଇଜ କର୍ବାକେ ସେମନ୍କେ କଇଦେସ୍ । ଅର୍କିତ୍ ଲକ୍ମନ୍କେ କାଇଟା ନ ବାବି ଦେବାକେ, ତାକର୍ ଟାନେ ରଇଲାଟା ସାର୍ଦା ସଙ୍ଗ୍ ବାଟାକର୍ବାକେ କଇଦେସ୍ । အခန်းကိုကြည့်ပါ။ |
ବିନ୍ ଲକ୍ମନ୍କେ ସାର୍ଦା କରାଇବାକେ ବପୁ ଦେଇରଇଲେ, ସେଟା କର୍ତେ ରଉଁ । ଅର୍କିତ୍ ଲକ୍ମନ୍କେ ଦାନ୍ କର୍ବା ବପୁ ଦେଇରଇଲେ, କାଇଟା ନ ବାବିକରି ଦାନ୍ କରୁ । ବିନ୍ ଲକର୍ କାମ୍କେ ଦେକାରକା କର୍ବା ଅଦିକାର୍ ଦେଇରଇଲେ, ନିଜେ ବେସି କାମ୍ କର୍ବାର୍ଆଚେ । ଜଦି ବିନ୍ ଲକ୍ମନ୍କେ ଦୟା ଦେକାଇବା ବପୁ ଦେଲାଆଚେ, ବିଜାର୍ ନ ଅଇ ସାର୍ଦା ସଙ୍ଗ୍ କର୍ବାର୍ ଆଚେ ।
ବିନ୍ ଲକ୍ ଦେକ୍ବା ଇସାବେ, ସେ ବେସି ଦରମ୍ ଅଇ, ବିନ୍ ଲକ୍କେ ସାଇଜ କର୍ବାର୍ ଆଚେ । ଜେନ୍ତାରି କି ନିଜର୍ ପିଲାମନ୍କେ ନିକ ସଙ୍ଗ୍ ବଡାଇରଇସି, ଆଇଲା ଲକ୍ମନ୍କେ ଗତିଆ ଇସାବେ ଡାକ୍ସି, ପର୍ମେସରର୍ ସୁକଲ୍ ଲକ୍ମନର୍ ଗଡ୍ ଦଇଦେଇସି, ଦୁକ୍ କସ୍ଟେ ରଇବା ଲକ୍ମନ୍କେ ସାଇଜ କର୍ସି, ଲକ୍ମନ୍କେ ସାଇଜ କର୍ବାକେ ବିନ୍ ବିନ୍ କାମ୍ କର୍ତେରଇସି ।
ମୁଇ ତକେ ଲେକିରଇବା ଏ ସବୁ ବିସଇ ସତ୍ ବଲି ମାନିଅଇସି । ତେବର୍ପାଇ ମୁଇ ତକେ ବାବୁଜିଆକରି କଇଲିନି, ତୁଇ ସିକାଇବାବେଲେ ଏ ସବୁ ବିସଇ ନ ପାସ୍ରି ଏତାଇତେ ର । ଜେନ୍ତାରିକି ପର୍ମେସର୍କେ ଜେତ୍କି ଲକ୍ ବିସ୍ବାସ୍ କର୍ବାଇ, ସେମନ୍ ସବୁ ଦରମ୍ କାମ୍ କର୍ବାକେ ମନ୍ଦିଆନ୍ ଦେବାଇ । ଏନ୍ତାରି ସିକିଆ ଦେଲେ ସବୁ ଲକର୍ପାଇ ସେଟା ନିକ ଆରି କାମ୍କେ ଆଇସି ।