୧ମ ତିମତି 6:21 - ସତିଅର୍ ବାଟ୍ ନୁଆ ନିୟମ୍ 202021 ଏ ବୁଲ୍ ସିକିଆ କେତେଲକ୍ ମାନିକରି କିରିସ୍ଟର୍ ବିସଇଟାନେ ରଇବା ସତ୍ ସିକିଆ ଚାଡିଦେଇଆଚତ୍ । ପର୍ମେସର୍ ଜିବନ୍ ଦୁକାଇ ଦୟା ଦେକାଇଲାଟା ତର୍ ସଙ୍ଗ୍ ସବୁବେଲେ ରଅ । ଆମେନ୍ ! အခန်းကိုကြည့်ပါ။ |
କାଇକେବଇଲେ ଜନ୍ ଲକ୍ମନ୍ ଡାବୁ ଆସାକରି ଆଚତ୍, ସେ ଡାବୁ ମିଲାଇବାକେ ବିନ୍ ବିନ୍ ରକାମର୍ କାରାପ୍ ବିସଇ କର୍ବାକେ ମନ୍ କର୍ବାଇ । କେତେଲକ୍ କିରିସ୍ଟର୍ ବିସଇଟାନେ ରଇବା ସିକିଆ ବିସ୍ବାସ୍ କର୍ବାଟା ଦିରେ ଦିରେ ଚାଡିଦେଇଆଚତ୍ । କାଇକେବଇଲେ ସେମନ୍ ଡାବୁ ମନ୍କଲାଇ ଆରି ନିଜେ ବୁସିଅଇଲା ଲକ୍ପାରା ବେସି ରକାମ୍ ଦୁକ୍ କସ୍ଟେ ପଡ୍ଲାଇଆଚତ୍ ।