୧ମ ତିମତି 6:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ଜଦି କେ ବୁଲ୍ ବିସଇ ସିକାଇଲାଇନି, ଆରି ଆମର୍ ମାପ୍ରୁ ଜିସୁକିରିସ୍ଟର୍ ସତ୍ ସିକିଆଟାନେ ରାଜି ନ ଅଅତ୍, အခန်းကိုကြည့်ပါ။ |
ବେବିଚାର୍ କାମ୍ କରି ପାପ୍ କର୍ବାଇ, ମୁନୁସ୍ମୁନୁସ୍ ବିତ୍ରେ ଆରି ମାଇଜିମାଇଜି ବିତ୍ରେ ବେବିଚାର୍ କାମ୍ କର୍ବା ଲକ୍ମନର୍ପାଇ, ଗତିଦାଙ୍ଗ୍ଡା ଇସାବେ ଲକ୍ମନ୍କେ ବିକ୍ବା ସାଉକାର୍ ମନର୍ପାଇ, ଜନ୍ ଲକ୍ ସତ୍ କଅତ୍ନାଇ, ସତ୍ସେ କଇବି ବଲି କାତା ଦେଇରଇକରି ମିଚ୍ କଇବା ଲକ୍ମନର୍ପାଇ ଆରି ପର୍ମେସରର୍ ବିସଇଟାନେ ରଇବା ସତ୍ ସିକିଆ ବିରୁଦେ ଜେତ୍କି ସବୁ କାତା ଉଟ୍ସି, ସେ ସବୁର୍ପାଇ ।
ମୁଇ ପାଉଲ୍, ଏ ଚିଟି ଲେକ୍ଲିନି । ମୁଇ ପର୍ମେସର୍କେ ସେବାକରି ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇଆଚି । ଜନ୍ ଲକ୍ମନ୍କେ ତାର୍ଟାନେ ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ବାକେ ପର୍ମେସର୍ ବାଚ୍ଲା ଆଚେ, ଆରି ସେମନ୍ ଜେନ୍ତିକି ଜିସୁକିରିସ୍ଟର୍ ନିକ ସିକିଆ ବୁଜ୍ବାଇ, ସେନ୍ତାରି ଲକ୍ମନ୍କେ ସାଇଜ କର୍ବାକେ ମୁଇ ବାଚିଅଇଆଚି । ଏ ସିକିଆ ନିକସଙ୍ଗ୍ ଜାନ୍ଲେ, ପର୍ମେସର୍କେ ସାର୍ଦା କରାଇବା ପାରା ଚଲାଚଲ୍ତି କର୍ବାକେ ସେମନ୍ ସିକ୍ବାଇ ।
ମୁଇ ତକେ ଲେକିରଇବା ଏ ସବୁ ବିସଇ ସତ୍ ବଲି ମାନିଅଇସି । ତେବର୍ପାଇ ମୁଇ ତକେ ବାବୁଜିଆକରି କଇଲିନି, ତୁଇ ସିକାଇବାବେଲେ ଏ ସବୁ ବିସଇ ନ ପାସ୍ରି ଏତାଇତେ ର । ଜେନ୍ତାରିକି ପର୍ମେସର୍କେ ଜେତ୍କି ଲକ୍ ବିସ୍ବାସ୍ କର୍ବାଇ, ସେମନ୍ ସବୁ ଦରମ୍ କାମ୍ କର୍ବାକେ ମନ୍ଦିଆନ୍ ଦେବାଇ । ଏନ୍ତାରି ସିକିଆ ଦେଲେ ସବୁ ଲକର୍ପାଇ ସେଟା ନିକ ଆରି କାମ୍କେ ଆଇସି ।