୨ୟ କରନ୍ତିୟ 1:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ମୁଇ ପାଉଲ୍, ପର୍ମେସରର୍ ମନ୍ କଲା ଇସାବେ କିରିସ୍ଟ ଜିସୁର୍ ଗଟେକ୍ ପେରିତ୍ ସିସ୍ ବାଚାଇଅଇଲିଆଚି । ମୁଇ ଆରି ଆମର୍ ବାଇ ତିମତି ଆରି କରନ୍ତିୟଟାନେ ରଇବା ପର୍ମେସରର୍ ଗୁଲାଇ ମଣ୍ଡଲିମନ୍କେ ଆରି ଆକାଇଆଟାନେ ରଇବା ସବୁ ପର୍ମେସରର୍ ଲକ୍ମନ୍କେ, ଏ ଚିଟି ଲେକ୍ଲୁନି । အခန်းကိုကြည့်ပါ။ |
ମୁଇ ପାଉଲ୍, ଏ ଚିଟି ଲେକ୍ଲିନି । ମୁଇ ପର୍ମେସର୍କେ ସେବାକରି ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇଆଚି । ଜନ୍ ଲକ୍ମନ୍କେ ତାର୍ଟାନେ ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ବାକେ ପର୍ମେସର୍ ବାଚ୍ଲା ଆଚେ, ଆରି ସେମନ୍ ଜେନ୍ତିକି ଜିସୁକିରିସ୍ଟର୍ ନିକ ସିକିଆ ବୁଜ୍ବାଇ, ସେନ୍ତାରି ଲକ୍ମନ୍କେ ସାଇଜ କର୍ବାକେ ମୁଇ ବାଚିଅଇଆଚି । ଏ ସିକିଆ ନିକସଙ୍ଗ୍ ଜାନ୍ଲେ, ପର୍ମେସର୍କେ ସାର୍ଦା କରାଇବା ପାରା ଚଲାଚଲ୍ତି କର୍ବାକେ ସେମନ୍ ସିକ୍ବାଇ ।