୨ୟ କରନ୍ତିୟ 1:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ସେ ଆମ୍କେ ମରନ୍ଟାନେ ଅନି ବଁଚାଇଲା । ସେଟାର୍ପାଇ ଆମେ ରକିଆ ପାଇଲୁ । ମରନ୍ ରଇଲା ଆକା, ମାତର୍ ମରୁନାଇ । ଆରି ସେ ଆମ୍କେ ସାଇଜ କର୍ତେରଇସି ଆକା ବଲି ଜାନିଆଚୁ । ଆମ୍କେ ବଡ୍ ଆସା ଆଚେ ଜେ, ସେ ଆମ୍କେ ସାଇଜ କର୍ବାଟା କେବେ ନ ତେବାଏ । အခန်းကိုကြည့်ပါ။ |
ସେ ବିଚାର୍ନା ଜାଗାଇ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍ ରୁଣ୍ଡିରଇଲାଇ, ସେମନ୍କେ ସବୁକେ ଜିସୁକିରିସ୍ଟର୍ ସୁବ୍କବର୍ ଜେନ୍ତାରିକି ମୁଇ ପୁରାପୁରୁନ୍ ବାବେ ଜାନାଇପାର୍ବି, ସେଟାର୍ପାଇ ମାପ୍ରୁ ମର୍ସଙ୍ଗ୍ ରଇକରି ମକେ ବପୁଦେଲାଆଚେ । ସେ ବିଚାର୍ନାର୍ ସାରାସାରି ମକେ କାଇବାକେ ଆସିରଇବା ଗଟେକ୍ ସିଅଁର୍ ଟାନେଅନି ରକିଆ କଲାପାରା ମାପ୍ରୁ ରକିଆ କଲା ।