୨ୟ କରନ୍ତିୟ 1:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 କାଇକେ ବଇଲେ, ଆମେ ଚିଟି ପାଟାଇଲା ବେଲେ ତମେ ଜାଇଜାଇଟା ପଡିକରି ବୁଜିପାରାସ୍, ସେଟାସେ ଲେକି ପାଟାଇଲୁନି । အခန်းကိုကြည့်ပါ။ |
ଆମେ ଲୁଚ୍ତେ ରଇବା କାମ୍ କି ଲାଜ୍ କରାଇବା କାମ୍ କରୁନାଇ । ଆମେ ଲକ୍ମନ୍କେ ନାଡାଉ ନାଇ । ଆମେ ଜାନାଇତେରଇବା ମାପ୍ରୁର୍ ବାକିଅ ତେଇ ମିଚ୍ ସିକିଆ ମିସାଉ ନାଇ । ମାତର୍ ସବୁଲକ୍ ବୁଜ୍ଲାପାରା ସତ୍ ସିକିଆ ଦେଲୁନି । ଜେନ୍ତାର୍ କି, ମୁଇ କଇଲା ବାକିଅ ଲକ୍ମନ୍ ତାକର୍ ବିବେକ୍ଟାନେ ସତ୍ ବଲି ଜାନ୍ବାଇ । ଆମେ କର୍ବା ସବୁ କାମ୍ ପର୍ମେସରର୍ ମୁଆଟେ ଆଚେ ।