୨ୟ କରନ୍ତିୟ 1:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ତେବେ ମୁଇ ଏନ୍ତାରି ମନ୍ କଲାକେ ମକେ ତମେ ଦୁଇ ମନିଆ ଲକ୍ ବଲି ବାବ୍ଲାସ୍ନି କାଇକି । ନିଜର୍ ମନ୍ କଲା ଇସାବେ ଚିନ୍ତା କର୍ବା ଗଟେକ୍ ଲକର୍ପାରା ତମେ ମକେ ବାବ୍ଲାସ୍ କାଇକି । ମୁଇ ଆଇବି ବଲି କଇଲେ ମିସା ତମର୍ ମନେ ସେ ନ ଆସେ, ବଲି ବାବ୍ଲାସ୍ କାଇକି । အခန်းကိုကြည့်ပါ။ |
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।