୨ୟ କରନ୍ତିୟ 1:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ମୁଇ, ସିଲାନ୍ ଆରି ତିମତି, ପର୍ମେସରର୍ ପଅ ଜେ କି କିରିସ୍ଟ ଜିସୁ, ତାର୍ ବିସଇନେଇ ତମ୍କେ ଜାନାଇରଇଲୁ । ସେ ଉଁ ଆରି ନାଇ, ବଲି କଇବା ଦୁଇ ମନିଆ ଲକ୍ ନଏଁ । အခန်းကိုကြည့်ပါ။ |
ପଚେ ପେରିତ୍ ସିସ୍ମନ୍, ମଣ୍ଡଲିର୍ ପାର୍ଚିନ୍ମନ୍, ଆରି ସବୁ ମଣ୍ଡଲିର୍ ବାଇମନ୍ ରୁଣ୍ଡ୍ଲାଇ । ସେମନ୍ ରାଜିଅଇରଇବା କାତା ଆନ୍ଟିଅକର୍ ବିସ୍ବାସିମନ୍କେ ଜାନାଇବାକେ ପାଉଲ୍ ଆରି ବର୍ନବା ସଙ୍ଗ୍ ଜିବାକେ କେତେଲକ୍କେ ବାଚ୍ଲାଇ । ବର୍ସବା ନାଉଁର୍ ଜିଉଦା ଆରି ସିଲାକେ ବାଚ୍ଲାଇ । ଏ ଦୁଇଲକ୍କେ ସବୁ ବିସ୍ବାସିମନ୍ ସନ୍ମାନ୍ ଦେଇତେରଇଲାଇ ।
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”