୨ୟ କରନ୍ତିୟ 1:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 ତାର୍ଲାଗି ପର୍ମେସର୍ ଉଁ ବଲି, କଇରଇବାଟା, ସବୁଜାକ ପୁରାପୁରୁନ୍ କର୍ସି । ସେଟାର୍ପାଇ ଜିସୁକିରିସ୍ଟକେ ଆମେ ଆମେନ୍ ବଲି, କଇବାଟା ପର୍ମେସରର୍ ମଇମା ପାଇ ଅଇସି । အခန်းကိုကြည့်ပါ။ |
ମାତର୍ ଜନ୍ ଆଗ୍କେ ଗଟ୍ବା କାତା ସେମନ୍ କଇରଇଲାଇ, ସେଟା ସେମନର୍ ବଲ୍ପାଇ ନାଇ ମାତର୍ ତମର୍ ବଲ୍ପାଇ ବଲି ପର୍ମେସର୍ ସେମନ୍କେ ଜାନାଇଲା । ଆରି ଏବେ ସେଟା ପୁରାପୁରୁନ୍ ଅଇଲା । କାଇକେବଇଲେ ଜନ୍ ଲକ୍ମନ୍ ତମ୍କେ ସୁବ୍ କବର୍ ଜାନାଇଲାଇ ଆଚତ୍, ତମେ ସେ କାତା ସୁନିଆଚାସ୍ । ସର୍ଗେଅନି ପାଟାଇରଇବା ସୁକଲ୍ଆତ୍ମା ସେମନ୍କେ ବପୁଦେଲା । ଦୁତ୍ମନ୍ ମିସା ଏ ବିସଇ ଜାନ୍ବାକେ ମନ୍ କଲାଇ ।