୨ୟ କରନ୍ତିୟ 1:21 - ସତିଅର୍ ବାଟ୍ ନୁଆ ନିୟମ୍ 202021 ତମ୍କେ ଆରି ଆମ୍କେ ଜିସୁକିରିସ୍ଟତେଇ ମିସିରଇବାକେ ଆଇବା ଡାଟ୍ ବିସ୍ବାସ୍ ଆନ୍ବାଟା, ପର୍ମେସର୍ ସେ । ଆରି ସେ ଆମ୍କେ ବାଚ୍ଲା ଆଚେ । အခန်းကိုကြည့်ပါ။ |
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।
ମାତର୍ ତମେ ନାଡାଇ ନ ଉଆସ୍ । କାଇକେବଇଲେ କିରିସ୍ଟ ତାର୍ ସୁକଲ୍ଆତ୍ମା ତମ୍କେ ଦେଇଆଚେ । ସେ ସୁକଲ୍ଆତ୍ମା ଏବେ ମିସା ତମର୍ ବିତ୍ରେ ଆଚେ । ତେବର୍ପାଇ କେ ମିସା ବିନ୍ ଲକ୍ ତମ୍କେ ସିକାଇବାକେ ଲଡାନାଇ । ସୁକଲ୍ଆତ୍ମା ତମ୍କେ ସବୁ ବିସଇର୍ ସତ୍ ସିକାଇସି । ତେଇ ସେ ଜନ୍ଟା ସିକାଇସି, ସେଟା ପୁରାପୁରୁନ୍ ସତ୍ । ତେଇ କାଇ ବୁଲ୍ ବିସଇ ନ ରଏ । ତେବର୍ପାଇ ମୁଇ ତମ୍କେ କଇଲିନି, କିରିସ୍ଟର୍ ସଙ୍ଗ୍ ମିସିରୁଆ ।