୨ୟ କରନ୍ତିୟ 1:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 ଆମେ ତାର୍ଟା ବଲି ଜାନ୍ବାକେ ସେ ଆମ୍କେ ତାର୍ ଚିନ୍ ମାର୍ଲା ଆଚେ ଆରି ସୁକଲ୍ଆତ୍ମା ଆମର୍ ବିତ୍ରେ ଦାନ୍ କଲା ଆଚେ । ପର୍ମେସର୍ ଆମର୍ପାଇ ଜେତ୍କି ବିସଇ ସଙ୍ଗଇଆଚେ, ସେ ଆତ୍ମାର୍ ଲାଗି ଆମେ ସେଟା ସବୁ ପାଇବୁ ବଲି ଜାନ୍ଲୁନି । အခန်းကိုကြည့်ပါ။ |
ସୁନତ୍ ଅଇବା ଆଗ୍ତୁ, ଅବ୍ରାଆମର୍ ବିସ୍ବାସ୍ ଲାଗି ପରମେସର୍ ତାକେ ଦରମ୍ ଲକ୍ ଇସାବେ ଡାକି ରଇଲା । ଏଟା ଜାନାଇବାକେ ଗଟେକ୍ ଚିନ୍ପାରା ଅବ୍ରାମ୍ ଏ ସୁନତ୍ବିଦି କର୍ବାଟା ନାମି ରଇଲା । ଜେନ୍ତାର୍କି ଜନ୍ ଲକ୍ମନ୍ ସୁନତ୍ ନ ଅଇକରି ମିସା, ବିସ୍ବାସ୍ କର୍ବାଇ, ସେମନ୍ ଦରମ୍ଲକ୍ ବଲି ଏଜାଇ ଅଇବାଇ । ସେଟାର୍ପାଇ ଗାଗଡ୍ ଇସାବେ ଅବ୍ରାଆମ୍ ସେମନର୍ ବାବା ବଲାଇଅଇସି,