୨ୟ କରନ୍ତିୟ 1:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ଏଟାର୍ଲାଗି ତମର୍ଟାନେ ଆସା କର୍ବାଟା ଡାଁଟ୍ ଅଇଲାଆଚେ । କାଇକେବଇଲେ, ଆମେ ଜାନିଆଚୁ, ଆମ୍କେ ଦୁକ୍ କସ୍ଟ ଆଇଲେ ମିସା ମୁର୍ଚିକରି ଆଚୁ, ତମେ ମିସା ସେନ୍ତାରି ମୁର୍ଚିକରି ଆଚାସ୍ । ଜେନ୍ତାରି କି ପର୍ମେସର୍ ଟାନେଅନି ଆମେ ସାଇଜ ମିଲାଇଆଚୁ । ସେନ୍ତାରିସେ ତମେ ମିସା ସାଇଜ ମିଲାଇଆଚାସ୍ । အခန်းကိုကြည့်ပါ။ |
ମୁଇ ବେସି ଚିନ୍ତାଇ ଆଚି, ମୁଇ ତମର୍ ଟାନେ ଆଇଲାବେଲେ, ମନ୍ ନ କର୍ବା ଚଲାଚଲ୍ତି ତମର୍ ବିତ୍ରେ ଦେକ୍ବି ମିସା । ସେନ୍ତାରି ଅଇଲେ, ମୁଇ ତମ୍କେ ଦମ୍କାଇବାକେ ପଡ୍ସି ଆରି ସେଟା ତମେ ମନ୍ ନ କରାସ୍ । ତେଇ କେତେଟା ଜୁଜିଆଲ୍ମନ୍, ଇଁସ୍ଲିଆମନ୍, ଦାପ୍ରେ ରିସା ଅଉମନ୍, ନିଜର୍ ବିସଇ ଦେକାଇ ଅଉମନ୍, ତାର୍ ବାଇମନ୍କେ ନିନ୍ଦା କରୁମନ୍, ତିପ୍ଲିଆମନ୍, ବଡ୍ପନିଆମନ୍, ଆରି ବିସ୍ବାସିମନ୍ ଗଟେକ୍ ମନ୍ ନ ଅଇଲାଟା ଦେକ୍ବି ।
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।