୨ୟ କରନ୍ତିୟ 10:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ମୁଇ ପାଉଲ୍ ତମ୍କେ ବାବୁଜିଆ କଲିନି, ମୁଇ ତମର୍ ସଙ୍ଗ୍ ରଇଲାବେଲେ, ତମ୍କେ ଲାଗ୍ବାକେ ଡର୍ସି ବଲି କେତେଲକ୍ କଇଲାଇନି । ମାତର୍ ଲେକ୍ବାକେ ସାଆସ୍ ଅଇକରି ବାଦ୍ଲାପାରା ଲେକ୍ଲାନି ବଲି କଇଲାଇନି । ଆମେ କିରିସ୍ଟର୍ ସଙ୍ଗ୍ ଗାଲୁନି, ଜେ କି ବେସି ସୁଆଲ୍ ଆରି ଦରମ୍ । ସେଟା ନେଇକରି ବାବୁଜିଆ କଲିନି । အခန်းကိုကြည့်ပါ။ |
ସେଟାର୍ ପାଇ ଏ ବାଇବଇନିମନ୍, ଆମର୍ ଉପ୍ରେ ପରମେସରର୍ ବଡ୍ ଜିବନ୍ଦୁକାନିର୍ ଲାଗି, ତମ୍କେ ମୁଇ ବାବୁଜିଆ କଲିନି, ପରମେସରର୍ ଲଗେ ଗଟେକ୍ ବଲି ଇସାବେ ନିଜର୍ ଜିବନ୍ ସର୍ପିଦିଆସ୍ । ଏନ୍ତାରି ବଲି ଅଇବାଟା ମର୍ବାକେ ନଏଁ, ମାତର୍ ତାର୍ ସେବାକର୍ବାକେ ନିଜେ ସର୍ପି ଅଇବାଟା । ସେନ୍ତି ଅଇଲେ ପର୍ମେସର୍ ସାର୍ଦା ଅଇସି । ପର୍ମେସର୍କେ ଏ ରକାମ୍ ଉପାସନା କର୍ବାର୍ ଆଚେ ।
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।