୨ୟ କରନ୍ତିୟ 10:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ଜନ୍ଲକ୍ମନ୍ ଆମେ ନିଜେ ବଡ୍ଲକ୍ ବଲି ବାବିଅଇଲାଇନି, ସେମନର୍ ସଙ୍ଗ୍ ସମାନ୍ ଅଇବାକେ ଆମେ ମନ୍ କରୁନାଇ । ସେମନ୍ ସବୁର୍ଟାନେ ଅନି ଆମେ ଆକା ଜାନିଆଚୁ ବଲି ବୁଲ୍ ଚିନ୍ତା କଲାଇନି । ସେମନ୍ ସତଇସେ ବକୁଆ । ନିଜ୍କେ ନାପ୍ବାକେ, ନାପି ଅଇବାଟା ନିଜେ ତିଆର୍ କଲାଇନି । ନିଜ୍କେ ବିଚାର୍ କର୍ବାକେ ପରିକା ନିଜେ ତିଆର୍ କଲାଇନି । အခန်းကိုကြည့်ပါ။ |
ଆମେ ଆରିତରେକ୍ ନିଜ୍କେ ଉପର୍କେ ଉଟାଇବା କାତା କଇଲୁନି ବଲି ତମେ କୁଆ ନାଇ । ଆମେ ତେଇ ରଇବା କେତେଟା ଦରମ୍ ଗୁରୁମନର୍ ପାରା ନାଇ । ବିନ୍ ଲକର୍ ତେଇଅନି ଏ ଲକ୍ ନିକଟା ବଲି ଚିଟି ଆନ୍ଲେ, ତମେ ସେମନ୍କେ ଡାକି ନେଇସା, ଆରି ତମର୍ ଜାଗା ଚାଡିକରି ଗାଲେ, ଏ ଲକ୍ ନିକଟା ବଲିକରି ତମର୍ଟାନେଅନି ଏମନ୍ ଚିଟି ମାଙ୍ଗ୍ବାଇ । ଆମ୍କେ ସେନ୍ତାରି ଚିଟି ଦର୍କାର୍ ନାଇ ।