୨ୟ କରନ୍ତିୟ 10:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 କାଇକେ ବଇଲେ ଗଟେକ୍ ଲକ୍ ନିଜେ ବଲ୍ ବଲାଇଅଇଲେ, ମାପ୍ରୁ ତାକେ ଅଦିକାର୍ ନ ଦେଏ । ମାତର୍ ମାପ୍ରୁ ଦେକ୍ବା ଇସାବେ ଜେ ନିକ, ସେ ତାର୍ ନିଜର୍ ଲକ୍ ଅଇସି । အခန်းကိုကြည့်ပါ။ |
ସେଟାର୍ପାଇ ତମେ କାକେ ମିସା କାଇ ବିସଇ ନେଇ ବିଚାର୍ କରାନାଇ । କାଇକେବଇଲେ ବିଚାର୍ନା କର୍ବାକେ ବେଲା ଅଏ ନାଇତା । ମାପ୍ରୁ ବିଚାର୍ନା କର୍ବାକେ ଆଇବାଜାକ ଜାଗା । ମାପ୍ରୁ ଆଇଲେ ଆକା ସାରାସାରି ବିଚାର୍ନା ଅଇସି । ସେ ଆନ୍ଦାର୍ ବିତ୍ରେ ଲୁଚ୍ତେ ରଇଲା ସବୁ ବିସଇ ଉଜଲେ ଦେକାଇ ଦେଇସି । ଆରି ଲକ୍ମନର୍ ମନ୍ ବିତ୍ରର୍ କାତା ସବୁ ଦେକାଇ ଦେଇସି । ସେଡ୍କି ବେଲେ ସବୁଲକ୍ ପର୍ମେସରର୍ ଟାନେଅନି ଲାଡ୍ ପାଇବାଇ ।
ଆମେ ଆରିତରେକ୍ ନିଜ୍କେ ଉପର୍କେ ଉଟାଇବା କାତା କଇଲୁନି ବଲି ତମେ କୁଆ ନାଇ । ଆମେ ତେଇ ରଇବା କେତେଟା ଦରମ୍ ଗୁରୁମନର୍ ପାରା ନାଇ । ବିନ୍ ଲକର୍ ତେଇଅନି ଏ ଲକ୍ ନିକଟା ବଲି ଚିଟି ଆନ୍ଲେ, ତମେ ସେମନ୍କେ ଡାକି ନେଇସା, ଆରି ତମର୍ ଜାଗା ଚାଡିକରି ଗାଲେ, ଏ ଲକ୍ ନିକଟା ବଲିକରି ତମର୍ଟାନେଅନି ଏମନ୍ ଚିଟି ମାଙ୍ଗ୍ବାଇ । ଆମ୍କେ ସେନ୍ତାରି ଚିଟି ଦର୍କାର୍ ନାଇ ।
ତମର୍ ଜିବନେ ଆଇଲା ଦୁକ୍କସ୍ଟ ସବୁ ତମର୍ ବିସ୍ବାସ୍ ସତ୍ଆଚେ କି ନାଇ ବଲି ପରିକା କର୍ବାକେସେ । ସୁନାର୍ ବିସଇ ବାବିଦେକା, ଏ ଜଗତର୍ ସବୁ ବିସଇର୍ପାରା ସୁନା ମିସା ନସିଜାଇସି । ସୁନା ନିକଟା କି କାରାପ୍ଟା ବଲି ଜାନ୍ବାକେ ଜଇଟାନେ ସିଲାଇବାଇ । ତମର୍ ବିସ୍ବାସ୍ ସୁନାଟାନେଅନି ଅଦିକ୍ ମୁଲିଅ । ସେନ୍ତାର୍ଆଲେ ତମର୍ ବିସ୍ବାସ୍ ନିକଟା କି ନାଇ ବଲି ପରିକା କର୍ବାର୍ ଆଚେ । ତମର୍ ବିସ୍ବାସ୍ ଜଦି ନିକଟା, ଜିସୁ କିର୍ସଟ୍ ଦେକା ଅଇବା ସେ ଦିନେ ତମେ ଡାକ୍ପୁଟା ଆରି ମଇମା ପାଇସା ।