୨ୟ କରନ୍ତିୟ 10:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ମୁଇ ତେନେ ଆଇଲାବେଲେ ତମର୍ ଚଲାଚଲ୍ତି ନିକ ଅଇରଅ । ଜେନ୍ତାରି କି ମୁଇ ତମ୍କେ ଲାଗ୍ବାକେ ନ ପଡେ । ମାତର୍ ଜନ୍ ଲକ୍ମନ୍ ଏ ଜଗତର୍ ଲକ୍ ପାରା ନିଜର୍ ମନ୍ କଲା ଇସାବେ ଗାଲାଇନି ବଲି ଆମର୍ ବିସଇନେଇ କଇଲାଇନି, ସେମନ୍କେ ଲାଗ୍ବାକେ ମୁଇ ନ ଡରି । အခန်းကိုကြည့်ပါ။ |