୨ୟ କରନ୍ତିୟ 10:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ତମେ ଲକ୍ମନର୍ ବାଇରର୍ ବିସଇ ଦେକ୍ଲାସ୍ନି । କାଇକେବଇଲେ ତମର୍ ବିତ୍ରେ କେତେଲକ୍ ବୁଲ୍ ଚିନ୍ତାକରି ଆମେସେ କିରିସ୍ଟର୍ ସତ୍ ସେବାକରୁମନ୍ ବଲି ବାବ୍ଲାଇନି । ସେମନ୍ ଆରିତରେକ୍ ନିଜର୍ ବିସଇ ଚିନ୍ତାକରି ଦେକ୍ବାର୍ ଆଚେ । କାଇକେବଇଲେ ସେମନ୍ ଜେନ୍ତାରି ଆଚତ୍ ଆମେ ମିସା ସେନ୍ତାରି କିରିସ୍ଟର୍ ସତ୍ ଦାସ୍ । အခန်းကိုကြည့်ပါ။ |
ସେମନ୍ ଜଦି ଆମେ କିରିସ୍ଟର୍ ଦାଙ୍ଗ୍ଡା ବଇଲେ, ମୁଇ ମିସା ଗଟେକ୍ ଦାଙ୍ଗ୍ଡା । ମାତର୍ ସେମନର୍ ଟାନେ ଅନି ମୁଇ ଅଦିକ୍ ନିକ ଦାଙ୍ଗ୍ଡା । ନିଜ୍କେ ବଡ୍ କରାଇ ମୁଇ ଗଟେକ୍ ବାୟାଲକର୍ ପାରା କାତା ଅଇଲିନି ବଲି ଜାନିଆଚି । ମୁଇ ତାକର୍ଟାନେ ଅନି ଅଦିକ୍ ଆବଡ୍ କାମ୍ କରିଆଚି, ଅଦିକ୍ ତର୍ ବନ୍ଦିଗରେ ରଇଆଚି, ଅଦିକ୍ ତର୍ ମାଡ୍ କାଇଆଚି, ଅଦିକ୍ ତର୍ ମଲାସମାନ୍ ଅଇଜାଇରଇଲି ।