୨ୟ କରନ୍ତିୟ 11:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ମୁଇ ବଡ୍ପନ୍ ଅଇକରି ଏନ୍ତାରି କଇବାଟା ଆକାୟାର୍ କେ ମିସା ମର୍ ବିରୁଦେ କଇନାପାରତ୍ । ମୁଇ କଇବାଟା ସତ୍ । କାଇକେବଇଲେ କିରିସ୍ଟ ମର୍ସଙ୍ଗ୍ ଆଚେ । အခန်းကိုကြည့်ပါ။ |
ତେବର୍ପାଇ ବିନ୍ ଲକର୍ କାମ୍ କଲାଟା ନେଇକରି ଆମେ ନିଜେ ଡାକ୍ପୁଟା ଅଉନାଇ । ସେ କାମ୍ କର୍ବାକେ ପର୍ମେସର୍ ଆମ୍କେ ଦେଏ ନାଇ । ମାତର୍ ତମର୍ ବିସ୍ବାସ୍ ଡାଟ୍ ଅ ବଲି ଆମେ ମନ୍ କଲୁନି । ଜେନ୍ତିକି ତମର୍ ଜାଗାଇ ଆମେ କର୍ବା କାମ୍ ଅଦିକ୍ ଅଦିକ୍ ଅଇସି । କାଇକେବଇଲେ ପର୍ମେସର୍ ଆମ୍କେ ଦେଇରଇବା କାମେଅନି ଅଦିକ୍ କର୍ବାକେ ଆମେ ମନ୍ କରୁନାଇ ।