୨ୟ କରନ୍ତିୟ 11:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ସେନ୍ତାର୍ ଆଲେ ତାର୍ ସେବାକାମ୍ କରୁମନ୍ ମିସା ବାଦ୍ଲାଇଅଇ ଦରମ୍ କାମ୍କରୁମନର୍ ପାରା ଦେକାଇଅଇଲେ, ସେଟା କାବା ଅଇଜିବା ବିସଇ ନଏଁ । ସାରାସାରି ସେମନ୍କେ ତାକର୍ କରିରଇବା କାରାପ୍ କାମ୍ ଇସାବେ ଡଣ୍ଡ୍ ମିଲ୍ସି । အခန်းကိုကြည့်ပါ။ |
ସେମନ୍ ଜଦି ଆମେ କିରିସ୍ଟର୍ ଦାଙ୍ଗ୍ଡା ବଇଲେ, ମୁଇ ମିସା ଗଟେକ୍ ଦାଙ୍ଗ୍ଡା । ମାତର୍ ସେମନର୍ ଟାନେ ଅନି ମୁଇ ଅଦିକ୍ ନିକ ଦାଙ୍ଗ୍ଡା । ନିଜ୍କେ ବଡ୍ କରାଇ ମୁଇ ଗଟେକ୍ ବାୟାଲକର୍ ପାରା କାତା ଅଇଲିନି ବଲି ଜାନିଆଚି । ମୁଇ ତାକର୍ଟାନେ ଅନି ଅଦିକ୍ ଆବଡ୍ କାମ୍ କରିଆଚି, ଅଦିକ୍ ତର୍ ବନ୍ଦିଗରେ ରଇଆଚି, ଅଦିକ୍ ତର୍ ମାଡ୍ କାଇଆଚି, ଅଦିକ୍ ତର୍ ମଲାସମାନ୍ ଅଇଜାଇରଇଲି ।
କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।