୨ୟ କରନ୍ତିୟ 11:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 ତେବର୍ପାଇ ସେମନ୍ ଜଦି ତମ୍କେ ଗତିଦାଙ୍ଗ୍ଡା କରି ସଙ୍ଗଇଲେ, କି ତମର୍ ଦନ୍ ସଁପତି ନେଲେ, କି ତମ୍କେ କାଇଆଲେ ପାନ୍ଦେ ପାକାଇଲେ, କି ଆମର୍ ତଲେ ରୁଆ ବଲି କରି କଇଲେ କି ଏନ୍ତାରି କି କେ ତମର୍ ଗାଲେ ଚାପଡ୍ ମାର୍ଲେ ମିସା ତମେ ମୁର୍ଚି କରି ରଇସା । အခန်းကိုကြည့်ပါ။ |
ଏଲେମିସା କେତେକ୍ ଲକ୍ ତାକେ ସୁନତ୍ କର୍ବାକେ ମନ୍ କର୍ତେ ରଇଲାଇ । ସେମନ୍ ବିସ୍ବାସି ବାଇ ବଲି ନାଡାଇକରି କୁଟିଆଲ୍ ଇସାବେ ଦଲେ ମିସିରଇଲାଇ । କିରିସ୍ଟ ଜିସୁର୍ ସଙ୍ଗ୍ ମିସିରଇଲାର୍ ଲାଗି ଆମେ ଜନ୍ ମୁକ୍ଲିରଇବା ଦିନ୍ ପାଇଲୁଆଚୁ, ସେ ବିସଇ କଜି ମିଲାଇବାକେ ସେମନ୍ ମନ୍ କର୍ତେ ରଇଲା । ଆମ୍କେ ଆରିତରେକ୍ ମସାର୍ ନିୟମର୍ ଦାଙ୍ଗ୍ଡା କର୍ବାକେ ମିସା ମନ୍ କର୍ତେରଇଲାଇ ।