୨ୟ କରନ୍ତିୟ 11:27 - ସତିଅର୍ ବାଟ୍ ନୁଆ ନିୟମ୍ 202027 ମର୍ କାମ୍ ଆବଡ୍ କାମ୍ ଆରି ମୁଇ ସବୁବେଲେ ଆବଡ୍ କାମ୍ କଲିଆଚି । ବେସି ତର୍ ରାତିଆ ସଇ ନାପାର୍ଲି, ବୁକେ ସସେ ରଇଆଚି, ବେସି ତର୍ ମକେ କାଦି କେଟେ ନାଇ, ପିନ୍ଦ୍ବାକେ ବସ୍ତର୍ ନାଇ, କି ରଇବାକେ ଗର୍ ନ ରଇଲା । အခန်းကိုကြည့်ပါ။ |
ସେମନ୍ ଜଦି ଆମେ କିରିସ୍ଟର୍ ଦାଙ୍ଗ୍ଡା ବଇଲେ, ମୁଇ ମିସା ଗଟେକ୍ ଦାଙ୍ଗ୍ଡା । ମାତର୍ ସେମନର୍ ଟାନେ ଅନି ମୁଇ ଅଦିକ୍ ନିକ ଦାଙ୍ଗ୍ଡା । ନିଜ୍କେ ବଡ୍ କରାଇ ମୁଇ ଗଟେକ୍ ବାୟାଲକର୍ ପାରା କାତା ଅଇଲିନି ବଲି ଜାନିଆଚି । ମୁଇ ତାକର୍ଟାନେ ଅନି ଅଦିକ୍ ଆବଡ୍ କାମ୍ କରିଆଚି, ଅଦିକ୍ ତର୍ ବନ୍ଦିଗରେ ରଇଆଚି, ଅଦିକ୍ ତର୍ ମାଡ୍ କାଇଆଚି, ଅଦିକ୍ ତର୍ ମଲାସମାନ୍ ଅଇଜାଇରଇଲି ।