28 ସେ ସବୁ ବିସଇ ମର୍ପାଇ ଅଇରଇଲା । ମାତର୍ ଆରି ମର୍ ବିନ୍ ବିନ୍ ଦୁକ୍ କସ୍ଟ ଆଚେ । ସବୁ ମଣ୍ଡଲିର୍ ପାଇ ଚିନ୍ତା କରି ମୁଇ ଦୁକ୍ କସ୍ଟ ପାଇଲିନି ।
କେତେ ଦିନ୍ ପଚେ ପାଉଲ୍ ବର୍ନବାକେ କଇଲା, “ଜୁ, ଆମେ ବାଉଡି ଜୁ, ସବୁ ଗଡ୍ମନ୍କେ, ଆମର୍ ଜନ୍ ବାଇମନ୍କେ ମାପ୍ରୁର୍ ବାକିଅ ଜାନାଇ ରଇଲୁ, ସେମନ୍କେ ବେଟ୍ ଅଉଁ ଆରି ସେମନ୍ ବିସ୍ବାସେ କେନ୍ତି ଆଚତ୍ ବୁଜି ଦେକୁ ।”
ତେଇ କେତେ ଦିନ୍ ରଇଲା ପଚେ, ସେ ଆରି ତରେକ୍ ଜିବାଟା ଆରାମ୍ କରି ଗାଲାତିଅ ଆରି ପିରିଜିଆ ବାଟ୍ଦେଇ ଗାଲା । ବାଟେ ବିସ୍ବାସିମନ୍କେ ବିସ୍ବାସେ ଡାଟ୍ ଅଇରଇବାକେ ସାଆସ୍ ଦେଲା ।
ତେଇର୍ ସବୁ ଜାଗାଇ ଗାଲା, ଆରି ବେସି ଲକ୍ମନ୍କେ ଉପ୍ଦେସ୍ ଦେଇ, ସାର୍ଦା କରାଇଲା, ତାର୍ପଚେ ସେ ଗିରିସେ ଗାଲା ।
ଜିଉଦା, ଗାଲିଲି ଆରି ସମିରଣେ ରଇବା ମଣ୍ଡଲିମନର୍ ପାଇ ସେବେଲା ଗଟେକ୍ ସାନ୍ତିର୍ ବେଲା ରଇଲା । ସୁକଲ୍ ଆତ୍ମା ସେମନର୍ ସଙ୍ଗ୍ ରଇଲା ଜେ ଲକ୍ମନ୍ ଦିନ୍କେଦିନ୍ ଅଦିକ୍ ଅଦିକ୍ ଅଇ ଡାଟ୍ ଅଇଲାଇ । ଜିସୁକେ ବିସ୍ବାସ୍କର୍ବା ଲକ୍ମନ୍, ମାପ୍ରୁକେ ଡରିକରି ଆରି ମାନିକରି ଜିଇତେ ରଇଲାଇ ।
କାଇକେବଇଲେ, ଗିରିକ୍ ଲକ୍ମନର୍ ପାରା ଗିଆନ୍ ରଇଲେ ମିସା, ମୁର୍କ ଲକ୍ ଅଇରଇଲେ ମିସା, ସିକିରଇବା ଲକ୍ ଅଇରଇଲେ ମିସା, କି ନ ସିକିରଇବା ଲକ୍ ଅଇରଇଲେ ମିସା, ଏ ସବୁ ଦଲର୍ ଲକ୍ମନର୍ ପାଇ ମର୍ ଦାଇତ୍ ଆଚେ ।
ଜିଉଦି ନଇଲା ଲକ୍ମନ୍, ତମ୍କେ ମୁଇ କଇଲିନି, ପେରିତ୍ସିସ୍ ଇସାବେ ତମର୍ ବିତ୍ରେ କାମ୍ କର୍ବାକେ ପର୍ମେସର୍ ମକେ ବାଚ୍ଲା ଆଚେ । ସେ ମକେ ଜେତ୍କି କାମ୍ ଦେଲାଆଚେ, ସେଟା ମୁଇ ଜତନ୍ସଙ୍ଗ୍ କଲିନି ।
କିରିସ୍ଟ ଜିସୁର୍ ଦାଙ୍ଗ୍ଡା ଇସାବେ ଜିଉଦି ନଇଲା ଲକ୍ମନର୍ ପାଇ କାମ୍ କର୍ବାକେ ପରମେସର୍ ମକେ ବାଚ୍ଲାଆଚେ । ପରମେସରର୍ ସୁବ୍କବର୍ ଜାନାଇବା ପାଇ ମୁଇ ଗଟେକ୍ ଦରମ୍ ଗୁରୁ ଇସାବେ କାମ୍କଲିନି । ଜେନ୍ତାରିକି ଜିଉଦିନଇଲା ଲକ୍ମନ୍ ଗଟେକ୍ ସୁକଲ୍ ବଲି ଇସାବେ ପର୍ମେସର୍କେ ସର୍ପିଦେବାଇ । ଏ କାମ୍ ସୁକଲ୍ଆତ୍ମା ପୁରାପୁରୁନ୍ କର୍ସି ।
ସେମନ୍ ମକେ ସାଇଜ କଲାର୍ପାଇ ନିଜର୍ ଜିବନ୍ ବିପଦେ ପାକାଇ ଆଚତ୍ । ଏଟାର୍ପାଇ ମୁଇ ସେମନ୍କେ ବେସି ଜୁଆର୍ କଲିନି । ଅବ୍କା ମୁଇସେ ନାଇ, ଇତି ରଇବା ସବୁ ଜିଉଦି ନଇଲା ମଣ୍ଡଲିମନ୍ ମିସା ସେମନ୍କେ ଜୁଆର୍ ଜାନାଇଲାଇନି ।
ମାପ୍ରୁ ଜାକେ ଜେନ୍ତି ଜିବନ୍ ଦୁକାଇ ଆଚେ, ପର୍ମେସର୍ ଜାକେ ଜନ୍ ଇସାବେ ଡାକ୍ଲା ଆଚେ, ସେ ସେନ୍ତାର୍ ଜିଉନା କାଉନା କର । ମୁଇ ସବୁ ମଣ୍ଡ୍ଲିଟାନେ ଏ ରକାମ୍ ଆଦେସ୍ ଦେଲିନି ।
କାଇକେବଇଲେ ତମର୍ପାଇ, ଲାଉଦିକିଆର୍ ଲକ୍ମନ୍କେ ଆରି ଏବେ ଜେତ୍କି ଲକ୍ ମକେ ନ ଦେକିରଇଲାଇ, ସେ ସବୁଲକର୍ ପାଇ, ମୁଇ କେତେକ୍ କସ୍ଟ କଲିନି, ସେଟା ତମେ ଜାନା ବଲିକରି ମନ୍କଲିନି ।